Daniel 8:17 — Compare Translations
5 translations compared side by side
Odia - 1840
"ମନୁଷ୍ଯାକୃତି ସ୍ବର୍ଗଦୂତ ଗାବ୍ରିଯଲେ ମାେ ନିକଟକୁ ଆସିଲେ। ମୁଁ ଭୟଭୀତ ହାଇେ ତାଙ୍କ ପାଦତଳେ ପଡିଗଲି। ମାତ୍ର ସେ ମାେତେ କହିଲେ, ହେ ମନୁଷ୍ଯ ପୁତ୍ର, ବୁଝ, ଏହି ଦର୍ଶନ ଶଷେକାଳ ବିଷଯକ ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ମୁଁ ଯେଉଁ ସ୍ଥାନରେ ଠିଆ ହୋଇଥିଲି, ସେସ୍ଥାନର ନିକଟକୁ ସେ ଆସିଲେ; ପୁଣି, ସେ ଆସନ୍ତେ, ମୁଁ ଭୀତ ହେଲି ଓ ମୁହଁ ମାଡ଼ି ପଡ଼ିଲି; ମାତ୍ର ସେ ମୋତେ କହିଲେ, ହେ ମନୁଷ୍ୟସନ୍ତାନ, ବୁଝ; କାରଣ ଏହି ଦର୍ଶନ ଶେଷ କାଳ ବିଷୟକ ।
Odia Bible ERV 2004 (ପବିତ୍ର ବାଇବଲ)
ମନୁଷ୍ୟାକୃତି ସ୍ୱର୍ଗଦୂତ ଗାବ୍ରିଏଲ ମୋ’ ନିକଟକୁ ଆସିଲେ। ମୁଁ ଭୟଭୀତ ହୋଇ ତାଙ୍କ ପାଦତଳେ ପଡ଼ିଗଲି। ମାତ୍ର ସେ ମୋତେ କହିଲେ, “ହେ ମନୁଷ୍ୟ ପୁତ୍ର, ବୁଝ, ଏହି ଦର୍ଶନ ଶେଷକାଳ ବିଷୟକ ଅଟେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ମୁଁ ଯେଉଁ ସ୍ଥାନରେ ଠିଆ ହୋଇଥିଲି, ସେହି ସ୍ଥାନର ନିକଟକୁ ସେ ଆସିଲେ; ପୁଣି, ସେ ଆସନ୍ତେ, ମୁଁ ଭୀତ ହେଲି ଓ ମୁହଁ ମାଡ଼ି ପଡ଼ିଲି; ମାତ୍ର ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ବୁଝ; କାରଣ ଏହି ଦର୍ଶନ ଶେଷ କାଳ ବିଷୟକ।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ମୁଁ ଯେଉଁ ସ୍ଥାନରେ ଠିଆ ହୋଇଥିଲି, ସେହି ସ୍ଥାନର ନିକଟକୁ ସେ ଆସିଲେ; ପୁଣି, ସେ ଆସନ୍ତେ, ମୁଁ ଭୀତ ହେଲି ଓ ମୁହଁ ମାଡ଼ି ପଡ଼ିଲି; ମାତ୍ର ସେ ମୋତେ କହିଲେ, ହେ ମନୁଷ୍ୟ ସନ୍ତାନ, ବୁଝ; କାରଣ ଏହି ଦର୍ଶନ ଶେଷ କାଳ ବିଷୟକ।