Daniel 8:18 — Compare Translations
5 translations compared side by side
Odia - 1840
"ସେ ମାେତେ କହିଲା ବେଳେ ମୁଁ ଭୂମିରେ ମୁହଁ ମାଡି ଗଭୀର ନିଦ୍ରା ରେ ଶାଇଗେଲି, ମାତ୍ର ସେ ମାେତେ ସ୍ପର୍ଶ କରି ଠିଆ କରାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ମୋତେ କଥା କହୁ କହୁ ମୁଁ ଭୂମି ଆଡ଼େ ମୁଖ କରି ଘୋର ନିଦ୍ରାଗ୍ରସ୍ତ ହେଲି; ମାତ୍ର ସେ ସ୍ପର୍ଶ କରି ମୋତେ ଠିଆ କରାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ମୋତେ କହିଲା ବେଳେ ମୁଁ ଭୂମିରେ ମୁହଁ ମାଡ଼ି ଗଭୀର ନିଦ୍ରାରେ ଶୋଇଗଲି, ମାତ୍ର ସେ ମୋତେ ସ୍ପର୍ଶ କରି ଠିଆ କରାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ମୋତେ କଥା କହୁ କହୁ ମୁଁ ଭୂମି ଆଡ଼େ ମୁଖ କରି ଘୋର ନିଦ୍ରାଗ୍ରସ୍ତ ହେଲି; ମାତ୍ର ସେ ସ୍ପର୍ଶ କରି ମୋତେ ଠିଆ କରାଇଲେ।
Odia IRV 2017 (ଓଡିଆ ବାଇବେଲ)
ସେ ମୋତେ କଥା କହୁ କହୁ ମୁଁ ଭୂମି ଆଡ଼େ ମୁଖ କରି ଘୋର ନିଦ୍ରାଗ୍ରସ୍ତ ହେଲି; ମାତ୍ର ସେ ସ୍ପର୍ଶ କରି ମୋତେ ଠିଆ କରାଇଲେ।