Daniel 8:19 — Compare Translations
5 translations compared side by side
Odia - 1840
"ଗାବ୍ରିଯଲେ କହିଲେ, ମୁଁ ତୁମ୍ଭକୁ ଦର୍ଶନ ସମ୍ବନ୍ଧ ରେ ବୁଝାଇବି, ଭବିଷ୍ଯତ ରେ କ'ଣ ଘଟିବ ଓ ତୁମ୍ଭର ଏହି ଦର୍ଶନ ନିରୂପିତ ଶଷେକାଳର କଥା ବୋଲି ଜଣାଇବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେ ମୋତେ କହିଲେ, ଦେଖ, କ୍ରୋଧର ପରିଣାମ ସମୟରେ ଯାହା ଘଟିବ, ତାହା ଆମ୍ଭେ ତୁମ୍ଭକୁ ଜଣାଇବା; କାରଣ ଏହା ନିରୂପିତ ଶେଷ କାଳର କଥା ।
Odia Bible ERV 2004 (ପବିତ୍ର ବାଇବଲ)
ଗାବ୍ରିଏଲ କହିଲେ, “ମୁଁ ତୁମ୍ଭକୁ ଦର୍ଶନ ସମ୍ବନ୍ଧରେ ବୁଝାଇବି, ଭବିଷ୍ୟତରେ କ’ଣ ଘଟିବ ଓ ତୁମ୍ଭର ଏହି ଦର୍ଶନ ନିରୂପିତ ଶେଷକାଳର କଥା ବୋଲି ଜଣାଇବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେ ମୋତେ କହିଲେ, “ଦେଖ, କ୍ରୋଧର ପରିଣାମ ସମୟରେ ଯାହା ଘଟିବ, ତାହା ଆମ୍ଭେ ତୁମ୍ଭକୁ ଜଣାଇବା; କାରଣ ଏହା ନିରୂପିତ ଶେଷ କାଳର କଥା।
Odia IRV 2017 (ଓଡିଆ ବାଇବେଲ)
ଆଉ, ସେ ମୋତେ କହିଲେ, ଦେଖ, କ୍ରୋଧର ପରିଣାମ ସମୟରେ ଯାହା ଘଟିବ, ତାହା ଆମ୍ଭେ ତୁମ୍ଭକୁ ଜଣାଇବା; କାରଣ ଏହା ନିରୂପିତ ଶେଷ କାଳର କଥା।