Daniel 8:2 — Compare Translations

5 translations compared side by side

Odia - 1840
"ଯେତବେେଳେ ମୁଁ ଏଲମର ରାଜଧାନୀ ଶୂଶନ ରେ ଥିଲି, ଏବଂ ଉଲଯ ନଦୀ ନିକଟରେ ଛିଡା ହେଉଥିଲି। ମୁଁ ଏହି ଦର୍ଶନ ପାଇଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ମୁଁ ଦର୍ଶନ କ୍ରମେ ଦେଖିଲି; ମୁଁ ଦେଖୁ ଦେଖୁ ଦେଖିଲି ଯେ, ମୁଁ ଏଲମ ପ୍ରଦେଶସ୍ଥ ଶୂଶନ ରାଜଗୃହରେ ଅଛି; ଆଉ, ଦର୍ଶନ କ୍ରମେ ମୁଁ ଦେଖିଲି ଯେ, ମୁଁ ଉଳୟ ନଦୀ ନିକଟରେ ଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ମୁଁ ଏଲମର ରାଜଧାନୀ ଶୂଶନରେ ଥିଲି, ଏବଂ ଉଲୟ ନଦୀ ନିକଟରେ ଛିଡ଼ା ହେଉଥିଲି। ମୁଁ ଏହି ଦର୍ଶନ ପାଇଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ମୁଁ ଦର୍ଶନକ୍ରମେ ଦେଖିଲି; ମୁଁ ଦେଖୁ ଦେଖୁ ଦେଖିଲି ଯେ, ମୁଁ ଏଲମ୍‍ ପ୍ରଦେଶସ୍ଥ ଶୂଶନ୍‍ ରାଜଗୃହରେ ଅଛି; ଆଉ, ସେହି ଦର୍ଶନରେ ମୁଁ ଦେଖିଲି ଯେ, ମୁଁ ଉଳୟ ନଦୀ ନିକଟରେ ଅଛି।
Odia IRV 2017 (ଓଡିଆ ବାଇବେଲ)
ପୁଣି, ମୁଁ ଦର୍ଶନ କ୍ରମେ ଦେଖିଲି; ମୁଁ ଦେଖୁ ଦେଖୁ ଦେଖିଲି ଯେ, ମୁଁ ଏଲମ୍‍ ପ୍ରଦେଶସ୍ଥ ଶୂଶନ୍‍ ରାଜଗୃହରେ ଅଛି; ଆଉ, ସେହି ଦର୍ଶନରେ ମୁଁ ଦେଖିଲି ଯେ, ମୁଁ ଉଳୟ ନଦୀ ନିକଟରେ ଅଛି।