Daniel 8:20 — Compare Translations
5 translations compared side by side
Odia - 1840
"ତୁମ୍ଭେ ମଷେର ଯେଉଁ ଦୁଇ ଶିଙ୍ଗ ଦେଖିଲ ସେଥିରୁ ଜଣେ ମାଦୀଯ ଓ ଅନ୍ୟ ଜଣେ ପାରସିକ ରାଜା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଯେଉଁ ମେଷ ଦେଖିଲ, ତାହାର ଦୁଇ ଶୃଙ୍ଗ ମାଦୀୟ ଓ ପାରସିକ ରାଜା ।
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେ ମେଷର ଯେଉଁ ଦୁଇ ଶିଙ୍ଗ ଦେଖିଲ ସେଥିରୁ ଜଣେ ମାଦୀୟ ଓ ଅନ୍ୟ ଜଣେ ପାରସିକ ରାଜା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଯେଉଁ ମେଷ ଦେଖିଲ, ତାହାର ଦୁଇ ଶୃଙ୍ଗ ମାଦୀୟ ଓ ପାରସିକ ରାଜା।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଯେଉଁ ମେଷ ଦେଖିଲ, ତାହାର ଦୁଇ ଶୃଙ୍ଗ ମାଦୀୟ ଓ ପାରସିକ ରାଜା।