Daniel 8:21 — Compare Translations
5 translations compared side by side
Odia - 1840
"ଆଉ ସେ ଛାଗ ହେଉଛି ୟବନ ଦେଶର ରାଜା। ସହେି ଛାଗର ଦୁଇ ଚକ୍ଷୁ ମଧିଅରେ ଥିବା ବୃହତ୍ ଶିଙ୍ଗଟି ପ୍ରଥମ ରାଜା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେ ଲୋମଶ ଛାଗ ଯବନ ଦେଶର ରାଜା ଓ ତାହାର ଦୁଇ ଚକ୍ଷୁର ମଧ୍ୟସ୍ଥାନରେ ଥିବାର ବୃହତ୍ ଶୃଙ୍ଗ ପ୍ରଥମ ରାଜା ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ସେ ଛାଗ ହେଉଛି ଯବନ ଦେଶର ରାଜା। ସେହି ଛାଗର ଦୁଇ ଚକ୍ଷୁ ମଧ୍ୟରେ ଥିବା ବୃହତ୍ ଶିଙ୍ଗଟି ପ୍ରଥମ ରାଜା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ଲୋମଶ ଛାଗ ଯବନ ଦେଶର ରାଜା ଓ ତାହାର ଦୁଇ ଚକ୍ଷୁର ମଧ୍ୟସ୍ଥାନରେ ଥିବାର ବୃହତ ଶୃଙ୍ଗ ପ୍ରଥମ ରାଜା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ଲୋମଶ ଛାଗ ଯବନ ଦେଶର ରାଜା ଓ ତାହାର ଦୁଇ ଚକ୍ଷୁର ମଧ୍ୟ ସ୍ଥାନରେ ଥିବାର ବୃହତ୍ ଶୃଙ୍ଗ ପ୍ରଥମ ରାଜା।