Daniel 8:22 — Compare Translations

5 translations compared side by side

Odia - 1840
"ଆଉ ଯେଉଁ ଶିଙ୍ଗ ଭଗ୍ନ ହାଇେ ସେ ସ୍ଥାନ ରେ ଗ୍ଭରିଶିଙ୍ଗ ଉତ୍ପନ୍ନ ହେଲା, ଏଥିରୁ ସହେି ଦେଶୀଯମାନଙ୍କ ମଧ୍ଯରୁ ଗ୍ଭରି ରାଜ୍ଯ ଉତ୍ପନ୍ନ ହବୋର ଜାଣିବ, ମାତ୍ର ସଗେୁଡିକ ପ୍ରଥମ ପରି ଶକ୍ତିଶାଳୀ ହବେେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଯେଉଁ ଶୃଙ୍ଗ ଭଗ୍ନ ହୋଇ ତହିଁର ସ୍ଥାନରେ ଯେ ଚାରି ଶୃଙ୍ଗ ଉତ୍ପନ୍ନ ହେଲା, ଏଥିରେ ସେହି ଦେଶୀୟମାନଙ୍କ ମଧ୍ୟରୁ ଚାରି ରାଜ୍ୟ ଉତ୍ପନ୍ନ ହେବାର ଜାଣିବ, ମାତ୍ର ପରାକ୍ରମରେ ତାହାର ତୁଲ୍ୟ ନୋହିବ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ଯେଉଁ ଶିଙ୍ଗ ଭଗ୍ନ ହୋଇ ସେ ସ୍ଥାନରେ ଗ୍ଭରିଶିଙ୍ଗ ଉତ୍ପନ୍ନ ହେଲା, ଏଥିରୁ ସେହି ଦେଶୀୟମାନଙ୍କ ମଧ୍ୟରୁ ଗ୍ଭରି ରାଜ୍ୟ ଉତ୍ପନ୍ନ ହେବାର ଜାଣିବ, ମାତ୍ର ସେଗୁଡ଼ିକ ପ୍ରଥମ ପରି ଶକ୍ତିଶାଳୀ ହେବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଯେଉଁ ଶୃଙ୍ଗ ଭଗ୍ନ ହୋଇ ତହିଁର ସ୍ଥାନରେ ଯେ ଚାରି ଶୃଙ୍ଗ ଉତ୍ପନ୍ନ ହେଲା, ଏଥିରେ ସେହି ଦେଶୀୟମାନଙ୍କ ମଧ୍ୟରୁ ଚାରି ରାଜ୍ୟ ଉତ୍ପନ୍ନ ହେବାର ଜାଣିବ, ମାତ୍ର ପରାକ୍ରମରେ ତାହାର ତୁଲ୍ୟ ନୋହିବ।
Odia IRV 2017 (ଓଡିଆ ବାଇବେଲ)
ଆଉ, ଯେଉଁ ଶୃଙ୍ଗ ଭଗ୍ନ ହୋଇ ତହିଁର ସ୍ଥାନରେ ଯେ ଚାରି ଶୃଙ୍ଗ ଉତ୍ପନ୍ନ ହେଲା, ଏଥିରେ ସେହି ଦେଶୀୟମାନଙ୍କ ମଧ୍ୟରୁ ଚାରି ରାଜ୍ୟ ଉତ୍ପନ୍ନ ହେବାର ଜାଣିବ, ମାତ୍ର ପରାକ୍ରମରେ ତାହାର ତୁଲ୍ୟ ନୋହିବ।