Daniel 8:23 — Compare Translations
5 translations compared side by side
Odia - 1840
"ଯେତବେେଳେ ସହେି ରାଜ୍ଯଗୁଡିକର ଶଷେ ସମୟ ଆସିବ ସେତବେେଳେ ଜଣେ ଅତି ସାହସୀ ଓ ନିଷ୍ଠୁର ରାଜା ଜନ୍ମ ହବେେ। ଆଉ ସେ ରାଜା ଅତି କୌଶଳୀ ହବେେ ମାତ୍ର ସେତବେେଳେ ବହୁ ପାପୀଷ୍ଠ ବ୍ଯକ୍ତି ଜନ୍ମ ନଇେଥିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେମାନଙ୍କ ରାଜ୍ୟର ପରିଣାମ ସମୟରେ ଯେତେବେଳେ ଆଜ୍ଞା ଲଙ୍ଘନକାରୀମାନଙ୍କର ଆଜ୍ଞା ଲଙ୍ଘନ ସମ୍ପୂର୍ଣ୍ଣ ହେବ, ସେତେବେଳେ ଭୟଙ୍କର ବଦନ ଓ ନିଗୂଢ଼ ବାକ୍ୟ-ଜ୍ଞାନୀ ଏକ ରାଜା ଉତ୍ପନ୍ନ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
“ଯେତେବେଳେ ସେହି ରାଜ୍ୟଗୁଡ଼ିକର ଶେଷ ସମୟ ଆସିବ ସେତେବେଳେ ଜଣେ ଅତି ସାହସୀ ଓ ନିଷ୍ଠୁର ରାଜା ଜନ୍ମ ହେବେ। ଆଉ ସେ ରାଜା ଅତି କୌଶଳୀ ହେବେ ମାତ୍ର ସେତେବେଳେ ବହୁ ପାପୀଷ୍ଠ ବ୍ୟକ୍ତି ଜନ୍ମ ନେଇଥିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନଙ୍କ ରାଜ୍ୟର ପରିଣାମ ସମୟରେ ଯେତେବେଳେ ଆଜ୍ଞା-ଲଙ୍ଘନକାରୀମାନଙ୍କର ଆଜ୍ଞାଲଙ୍ଘନ ସମ୍ପୂର୍ଣ୍ଣ ହେବ, ସେତେବେଳେ ଭୟଙ୍କର ବଦନ ଓ ନିଗୂଢ଼ ବାକ୍ୟ-ଜ୍ଞାନୀ ଏକ ରାଜା ଉତ୍ପନ୍ନ ହେବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେମାନଙ୍କ ରାଜ୍ୟର ପରିଣାମ ସମୟରେ ଯେତେବେଳେ ଆଜ୍ଞା-ଲଙ୍ଘନକାରୀମାନଙ୍କର ଆଜ୍ଞା-ଲଙ୍ଘନ ସମ୍ପୂର୍ଣ୍ଣ ହେବ, ସେତେବେଳେ ଭୟଙ୍କର ବଦନ ଓ ନିଗୂଢ଼ ବାକ୍ୟ-ଜ୍ଞାନୀ ଏକ ରାଜା ଉତ୍ପନ୍ନ ହେବ।