Daniel 8:24 — Compare Translations
5 translations compared side by side
Odia - 1840
"ସେ ବଳ ରେ ଅତି ପରାକ୍ରମୀ ହବେ। ମାତ୍ର ତାହାର ନିଜ ବଳ ରେ ନୁହେଁ। ସେ ଭୟଙ୍କର ବିନାଶର କାରଣ ହବେ ଓ ଶକ୍ତିଶାଳୀ ହାଇେ ସ୍ବେଚ୍ଛାଗ୍ଭରୀ ଭାବରେ କାର୍ୟ୍ଯ କରିବ। ଆଉ ସେ ପରାକ୍ରମୀ ଓ ପବିତ୍ର ଲୋକମାନଙ୍କୁ ବିନାଶ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ବଳରେ ପରାକ୍ରା; ହେବ, ମାତ୍ର ତାହାର ନିଜ ବଳରେ ନୁହେଁ; ଆଉ, ସେ ଆଶ୍ଚର୍ଯ୍ୟ ରୂପେ ବିନାଶ କରିବ ଓ ସମୃଦ୍ଧ ହୋଇ ସ୍ଵେଚ୍ଛାମତ କାର୍ଯ୍ୟ କରିବ; ଆଉ, ସେ ପରାକ୍ରମୀଗଣକୁ ଓ ପବିତ୍ର ଲୋକମାନଙ୍କୁ ବିନାଶ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ବଳରେ ଅତି ପରାକ୍ରମୀ ହେବ। ମାତ୍ର ତାହାର ନିଜ ବଳରେ ନୁହେଁ। ସେ ଭୟଙ୍କର ବିନାଶର କାରଣ ହେବ ଓ ଶକ୍ତିଶାଳୀ ହୋଇ ସ୍ୱେଚ୍ଛାଗ୍ଭରୀ ଭାବରେ କାର୍ଯ୍ୟ କରିବ। ଆଉ ସେ ପରାକ୍ରମୀ ଓ ପବିତ୍ର ଲୋକମାନଙ୍କୁ ବିନାଶ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ବଳରେ ପରାକ୍ରାନ୍ତ ହେବ, ମାତ୍ର ତାହାର ନିଜ ବଳରେ ନୁହେଁ; ଆଉ, ସେ ଆଶ୍ଚର୍ଯ୍ୟ ରୂପେ ବିନାଶ କରିବ ଓ ସମୃଦ୍ଧ ହୋଇ ସ୍ଵେଚ୍ଛାମତ କାର୍ଯ୍ୟ କରିବ; ଆଉ, ସେ ପରାକ୍ରମୀଗଣକୁ ଓ ପବିତ୍ର ଲୋକମାନଙ୍କୁ ବିନାଶ କରିବ।
Odia IRV 2017 (ଓଡିଆ ବାଇବେଲ)
ସେ ବଳରେ ପରାକ୍ରାନ୍ତ ହେବ, ମାତ୍ର ତାହାର ନିଜ ବଳରେ ନୁହେଁ; ଆଉ, ସେ ଆଶ୍ଚର୍ଯ୍ୟ ରୂପେ ବିନାଶ କରିବ ଓ ସମୃଦ୍ଧ ହୋଇ ସ୍ଵେଚ୍ଛାମତ କାର୍ଯ୍ୟ କରିବ; ଆଉ, ସେ ପରାକ୍ରମୀଗଣକୁ ଓ ପବିତ୍ର ଲୋକମାନଙ୍କୁ ବିନାଶ କରିବ।