Daniel 8:25 — Compare Translations
5 translations compared side by side
Odia - 1840
"ପୁଣି ସେ ନିଜର କୌଶଳ, ଛଳ, ଜ୍ଞାନ ଓ ମିଥ୍ଯା ବଳ ରେ ସଫଳକାମୀ ହବେ। ସେ ନିଜ ଅନ୍ତଃକରଣ ରେ ନିଜକୁ ବଡ ମନେ କରିବ ଓ ନରାପଦ ସମୟରେ ଅନକଙ୍କେୁ ବିନାଶ କରିବ। ଆଉ ଅଧିପତିଙ୍କର ଅଧିପତିଙ୍କ ପ୍ରତିକୂଳ ରେ ଠିଆ ହବେ। ମାତ୍ର ସେ ମଣିଷ ହସ୍ତ ରେ ବିନାଶ ହବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆପଣା କୌଶଳ ଦ୍ଵାରା ତାହାର ହସ୍ତରେ ଛଳ ସଫଳ ହେବ ଓ ସେ ଆପଣା ଅନ୍ତଃକରଣରେ ଆତ୍ମବଡ଼ାଇ କରିବ ଓ ସେମାନଙ୍କ ନିରାପଦ କାଳରେ ଅନେକଙ୍କୁ ବିନାଶ କରିବ; ଆହୁରି, ସେ ଅଧିପତିଗଣର ଅଧିପତିଙ୍କ ପ୍ରତିକୂଳରେ ଠିଆ ହେବ; ମାତ୍ର ସେ ବିନା ହସ୍ତରେ ଭଗ୍ନ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
“ପୁଣି ସେ ନିଜର କୌଶଳ, ଛଳ, ଜ୍ଞାନ ଓ ମିଥ୍ୟା ବଳରେ ସଫଳକାମୀ ହେବ। ସେ ନିଜ ଅନ୍ତଃକରଣରେ ନିଜକୁ ବଡ଼ ମନେ କରିବ ଓ ନିରାପଦ ସମୟରେ ଅନେକଙ୍କୁ ବିନାଶ କରିବ। ଆଉ ଅଧିପତିଙ୍କର ଅଧିପତିଙ୍କ ପ୍ରତିକୂଳରେ ଠିଆ ହେବ। ମାତ୍ର ସେ ମଣିଷ ହସ୍ତରେ ବିନାଶ ହେବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆପଣା କୌଶଳ ଦ୍ୱାରା ତାହାର ହସ୍ତରେ ଛଳ ସଫଳ ହେବ ଓ ସେ ଆପଣା ଅନ୍ତଃକରଣରେ ନିଜକୁ ବଡ଼ାଇ କରିବ ଓ ସେମାନଙ୍କ ନିରାପଦ କାଳରେ ଅନେକଙ୍କୁ ବିନାଶ କରିବ; ଆହୁରି, ସେ ଅଧିପତିଗଣର ଅଧିପତିଙ୍କ ପ୍ରତିକୂଳରେ ଠିଆ ହେବ; ମାତ୍ର ସେ ବିନା ହସ୍ତରେ ଭଗ୍ନ ହେବ।
Odia IRV 2017 (ଓଡିଆ ବାଇବେଲ)