Daniel 8:26 — Compare Translations
5 translations compared side by side
Odia - 1840
" ସେ ସମୟରେ ଦର୍ଶନ ବିଷଯ ରେ ମୁଁ ଯାହା କହିଲି ସେସବୁ ସତ୍ଯ, ମାତ୍ର ତୁମ୍ଭେ ସହେି ଦର୍ଶନ ମୁଦ୍ରାଙ୍କିତ କର। କାରଣ ତାହା ଆଗାମୀ ବହୁଦିନ ପର୍ୟ୍ଯନ୍ତ ଘଟିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସନ୍ଧ୍ୟା ଓ ପ୍ରାତଃକାଳ ବିଷୟରେ କଥିତ ଦର୍ଶନ ସତ୍ୟ; ମାତ୍ର ତୁମ୍ଭେ ଏହି ଦର୍ଶନ ମୁଦ୍ରାଙ୍କିତ କର; କାରଣ ତାହା ଆଗାମୀ ଅନେକ ଦିନର କଥା ।
Odia Bible ERV 2004 (ପବିତ୍ର ବାଇବଲ)
“ସେ ସମୟରେ ଦର୍ଶନ ବିଷୟରେ ମୁଁ ଯାହା କହିଲି ସେସବୁ ସତ୍ୟ, ମାତ୍ର ତୁମ୍ଭେ ସେହି ଦର୍ଶନ ମୁଦ୍ରାଙ୍କିତ କର। କାରଣ ତାହା ଆଗାମୀ ବହୁ ଦିନ ପର୍ଯ୍ୟନ୍ତ ଘଟିବ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସନ୍ଧ୍ୟା ଓ ପ୍ରାତଃକାଳ ବିଷୟରେ କଥିତ ଦର୍ଶନ ସତ୍ୟ; ମାତ୍ର ତୁମ୍ଭେ ଏହି ଦର୍ଶନ ମୁଦ୍ରାଙ୍କିତ କର; କାରଣ ତାହା ଆଗାମୀ ଅନେକ ଦିନର କଥା।”
Odia IRV 2017 (ଓଡିଆ ବାଇବେଲ)
ଆଉ, ସନ୍ଧ୍ୟା ଓ ପ୍ରାତଃକାଳ ବିଷୟରେ କଥିତ ଦର୍ଶନ ସତ୍ୟ; ମାତ୍ର ତୁମ୍ଭେ ଏହି ଦର୍ଶନ ମୁଦ୍ରାଙ୍କିତ କର; କାରଣ ତାହା ଆଗାମୀ ଅନେକ ଦିନର କଥା।