Daniel 8:27 — Compare Translations
5 translations compared side by side
Odia - 1840
"ମୁଁ ଦାନିୟେଲ ଏହାପ ରେ ବିଶଷେ କ୍ଲାନ୍ତ ହାଇେ ପଡିଲି। ସହେି ଦର୍ଶନ ପ ରେ ଅନକେ ଦିନ ପର୍ୟ୍ଯନ୍ତ ପୀଡିତ ହଲିେ। ତା'ପ ରେ ମୁଁ ଉଠି ରାଜକାର୍ୟ୍ଯ କଲି। କିନ୍ତୁ ସେ ଦର୍ଶନ ରେ ବିବ୍ରତ ହାଇେ ପଡିଲି କାରଣ ସେ ଦର୍ଶନର ଅର୍ଥ କିଛି ବୁଝିଲି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ମୁଁ ଦାନିୟେଲ କ୍ଳା; ହେଲି ଓ ଅନେକ ଦିନ ପର୍ଯ୍ୟନ୍ତ ପୀଡ଼ିତ ହେଲି; ତହିଁ ଉତ୍ତାରେ ମୁଁ ଉଠି ରାଜକାର୍ଯ୍ୟ କଲି; ଆଉ, ମୁଁ ସେହି ଦର୍ଶନରେ ଚମତ୍କୃତ ହେଲି, ମାତ୍ର କେହି ସେ ଦର୍ଶନ ବୁଝିଲେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ, ଦାନିୟେଲ ଏହା ପରେ ବିଶେଷ କ୍ଳାନ୍ତ ହୋଇ ପଡ଼ିଲି। ସେହି ଦର୍ଶନ ପରେ ଅନେକ ଦିନ ପର୍ଯ୍ୟନ୍ତ ପୀଡ଼ିତ ହେଲି। ତା’ପରେ ମୁଁ ଉଠି ରାଜକାର୍ଯ୍ୟ କଲି। କିନ୍ତୁ ସେ ଦର୍ଶନରେ ବିବ୍ରତ ହୋଇ ପଡ଼ିଲି କାରଣ ସେ ଦର୍ଶନର ଅର୍ଥ କିଛି ବୁଝିଲି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ମୁଁ ଦାନିୟେଲ କ୍ଳାନ୍ତ ହେଲି ଓ ଅନେକ ଦିନ ପର୍ଯ୍ୟନ୍ତ ପୀଡ଼ିତ ହେଲି; ତହିଁ ଉତ୍ତାରେ ମୁଁ ଉଠି ରାଜକାର୍ଯ୍ୟ କଲି; ଆଉ, ମୁଁ ସେହି ଦର୍ଶନରେ ଚମତ୍କୃତ ହେଲି, ମାତ୍ର କେହି ସେ ଦର୍ଶନ ବୁଝିଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ମୁଁ ଦାନିୟେଲ କ୍ଳାନ୍ତ ହେଲି ଓ ଅନେକ ଦିନ ପର୍ଯ୍ୟନ୍ତ ପୀଡ଼ିତ ହେଲି; ତହିଁ ଉତ୍ତାରେ ମୁଁ ଉଠି ରାଜକାର୍ଯ୍ୟ କଲି; ଆଉ, ମୁଁ ସେହି ଦର୍ଶନରେ ଚମତ୍କୃତ ହେଲି, ମାତ୍ର କେହି ସେ ଦର୍ଶନ ବୁଝିଲେ ନାହିଁ।