Daniel 8:3 — Compare Translations
5 translations compared side by side
Odia - 1840
"ଆଉ ମୁଁ ଦେଖିଲି ଯେ, ନଦୀର ଗୋଟିଏ ପାଶର୍ବ ରେ ଏକ ଅଣ୍ତିରା ମଷେ ଠିଆ ହାଇେଅଛି। ତାହାର ଗୋଟିଏ ଲମ୍ବା ଶିଙ୍ଗ ଓ ଗୋଟିଏ ଅନ୍ୟଠାରୁ ଅଧିକ ଲମ୍ବା। ଆଉ ଲମ୍ବା ଶିଙ୍ଗଟି ଅନ୍ୟ ଶିଙ୍ଗ ଅପେକ୍ଷା ପଛକୁ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ମୁଁ ଚକ୍ଷୁ ମେଲି ଦେଖିଲି ଯେ, ଦେଖ, ନଦୀ ସମ୍ମୁଖରେ ଏକ ମେଷ ଠିଆ ହୋଇଅଛି, ତାହାର ଦୁଇ ଶୃଙ୍ଗ ଓ ସେହି ଦୁଇ ଶୃଙ୍ଗ ଉଚ୍ଚ; ମାତ୍ର ଏକ ଶୃଙ୍ଗ ଅନ୍ୟ ଅପେକ୍ଷା ଉଚ୍ଚ ଓ ଯାହା ଉଚ୍ଚ, ତାହା ପଶ୍ଚାତ୍ ଉତ୍ପନ୍ନ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ମୁଁ ଦେଖିଲି ଯେ, ନଦୀର ଗୋଟିଏ ପାର୍ଶ୍ୱରେ ଏକ ଅଣ୍ତିରା ମେଷ ଠିଆ ହୋଇଅଛି। ତାହାର ଗୋଟିଏ ଲମ୍ବା ଶିଙ୍ଗ ଓ ଗୋଟିଏ ଅନ୍ୟଠାରୁ ଅଧିକ ଲମ୍ବା। ଆଉ ଲମ୍ବା ଶିଙ୍ଗଟି ଅନ୍ୟ ଶିଙ୍ଗ ଅପେକ୍ଷା ପଛକୁ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ମୁଁ ଚକ୍ଷୁ ଖୋଲି ଦେଖିଲି ଯେ, ଦେଖ, ନଦୀ ସମ୍ମୁଖରେ ଏକ ମେଷ ଠିଆ ହୋଇଅଛି, ତାହାର ଦୁଇ ଶୃଙ୍ଗ ଓ ସେହି ଦୁଇ ଶୃଙ୍ଗ ଉଚ୍ଚ; ମାତ୍ର ଏକ ଶୃଙ୍ଗ ଅନ୍ୟ ଅପେକ୍ଷା ଉଚ୍ଚ ଓ ଯାହା ଉଚ୍ଚ, ତାହା ପଶ୍ଚାତ୍ ଉତ୍ପନ୍ନ ହେଲା।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ମୁଁ ଚକ୍ଷୁ ଖୋଲି ଦେଖିଲି ଯେ, ଦେଖ, ନଦୀ ସମ୍ମୁଖରେ ଏକ ମେଷ ଠିଆ ହୋଇଅଛି, ତାହାର ଦୁଇ ଶୃଙ୍ଗ ଓ ସେହି ଦୁଇ ଶୃଙ୍ଗ ଉଚ୍ଚ; ମାତ୍ର ଏକ ଶୃଙ୍ଗ ଅନ୍ୟ ଅପେକ୍ଷା ଉଚ୍ଚ ଓ ଯାହା ଉଚ୍ଚ, ତାହା ପଶ୍ଚାତ୍ ଉତ୍ପନ୍ନ ହେଲା।