Daniel 8:6 — Compare Translations
5 translations compared side by side
Odia - 1840
"ସହେି ଛାଗ ଅତ୍ଯନ୍ତ କୋର୍ଧାନ୍ବିତ ହାଇେ ଉଲଯ ନଦୀ ନିକଟରେ ଛିଡା ହାଇେଥିବା ଦୁଇ ଶିଙ୍ଗ ବିଶିଷ୍ଟ ଅଣ୍ତିରା ମଷେ ଆଡକୁ ଧାଇଁଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ମୁଁ ଯେଉଁ ଦୁଇ ଶୃଙ୍ଗବିଶିଷ୍ଟ ମେଷକୁ ନଦୀ ସମ୍ମୁଖରେ ଠିଆ ହେବାର ଦେଖିଲି, ତାହା ଆଡ଼କୁ ସେ ଆସି ଆପଣା ବଳର ପ୍ରଚଣ୍ତତାରେ ତାହା ଉପରକୁ ଧାଇଁଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଛାଗ ଅତ୍ୟନ୍ତ କ୍ରୋଧାନ୍ୱିତ ହୋଇ ଉଲୟ ନଦୀ ନିକଟରେ ଛିଡ଼ା ହୋଇଥିବା ଦୁଇ ଶିଙ୍ଗ ବିଶିଷ୍ଟ ଅଣ୍ତିରା ମେଷ ଆଡ଼କୁ ଧାଇଁଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ମୁଁ ଯେଉଁ ଦୁଇ ଶୃଙ୍ଗବିଶିଷ୍ଟ ମେଷକୁ ନଦୀ ସମ୍ମୁଖରେ ଠିଆ ହେବାର ଦେଖିଲି, ତାହା ଆଡ଼କୁ ସେ ଆସି ଆପଣା ବଳର ପ୍ରଚଣ୍ଡତାରେ ତାହା ଉପରକୁ ଧାଇଁଲା।
Odia IRV 2017 (ଓଡିଆ ବାଇବେଲ)
ଆଉ, ମୁଁ ଯେଉଁ ଦୁଇ ଶୃଙ୍ଗବିଶିଷ୍ଟ ମେଷକୁ ନଦୀ ସମ୍ମୁଖରେ ଠିଆ ହେବାର ଦେଖିଲି, ତାହା ଆଡ଼କୁ ସେ ଆସି ଆପଣା ବଳର ପ୍ରଚଣ୍ଡତାରେ ତାହା ଉପରକୁ ଧାଇଁଲା।