Daniel 8:9 — Compare Translations
5 translations compared side by side
Odia - 1840
"ତା'ପ ରେ ସହେି ଶିଙ୍ଗଗୁଡିକୁ ମଧ୍ଯରୁ କ୍ଷୁଦ୍ର ଶିଙ୍ଗଟି ଦକ୍ଷିଣ, ପୂର୍ବ ଓ ରମ୍ଯଦେଶ ଆଡକୁ ବଢିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେହି ଶୃଙ୍ଗମାନର ଗୋଟିକର ମଧ୍ୟରୁ ଗୋଟିଏ କ୍ଷୁଦ୍ର ଶୃଙ୍ଗ ଉତ୍ପନ୍ନ ହୋଇ ଦକ୍ଷିଣ ଓ ପୂର୍ବ ରମ୍ୟ ଦେଶ ଆଡ଼େ ଅତିଶୟ ବୃଦ୍ଧି ପାଇଲା ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସେହି ଶିଙ୍ଗଗୁଡ଼ିକୁ ମଧ୍ୟରୁ କ୍ଷୁଦ୍ର ଶିଙ୍ଗଟି ଦକ୍ଷିଣ, ପୂର୍ବ ଓ ରମ୍ୟଦେଶ ଆଡ଼କୁ ବଢ଼ିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେହି ଶୃଙ୍ଗମାନର ଗୋଟିକର ମଧ୍ୟରୁ ଗୋଟିଏ କ୍ଷୁଦ୍ର ଶୃଙ୍ଗ ଉତ୍ପନ୍ନ ହୋଇ ଦକ୍ଷିଣ ଓ ପୂର୍ବ ରମ୍ୟ ଦେଶ ଆଡ଼େ ଅତିଶୟ ବୃଦ୍ଧି ପାଇଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେହି ଶୃଙ୍ଗମାନର ଗୋଟିକର ମଧ୍ୟରୁ ଗୋଟିଏ କ୍ଷୁଦ୍ର ଶୃଙ୍ଗ ଉତ୍ପନ୍ନ ହୋଇ ଦକ୍ଷିଣ ଓ ପୂର୍ବ ରମ୍ୟ ଦେଶ ଆଡ଼େ ଅତିଶୟ ବୃଦ୍ଧି ପାଇଲା।