Daniel 9:1 — Compare Translations
5 translations compared side by side
Odia - 1840
"ଦାରିଯାବସଙ୍କ ରାଜତ୍ବର ପ୍ରଥମ ବର୍ଷ ରେ ଏହିସବୁ ଘଟଣାମାନ ଘଟିଲା। ଦାରିଯାବସ୍ ମାଦୀଯ ବଂଶର ଉତ୍ତରାଧିକାରୀ ଥିଲେ। ତାଙ୍କର ପିତା ଅକ୍ଷଶ୍ବରେସର ଥିଲେ। ସେ କଲଦୀଯର ରାଜା ପଦ ରେ ଉପଯୋଗୀ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାଦୀୟ ବଂଶଜାତ ଅକ୍ଷଶ୍ଵେରସର ପୁତ୍ର ଯେ ଦାରୀୟାବସ କଲ୍ଦୀୟ ରାଜ୍ୟ ଉପରେ ରାଜା ନିଯୁକ୍ତ ହୋଇଥିଲା, ତାହାର ପ୍ରଥମ ବର୍ଷରେ ।
Odia Bible ERV 2004 (ପବିତ୍ର ବାଇବଲ)
ଦାନିୟେଲଙ୍କ ପ୍ରାର୍ଥନା ଦାରିୟାବସଙ୍କ ରାଜତ୍ୱର ପ୍ରଥମ ବର୍ଷରେ ଏହିସବୁ ଘଟଣାମାନ ଘଟିଲା। ଦାରିୟାବସ୍ ମାଦୀୟ ବଂଶର ଉତ୍ତରାଧିକାରୀ ଥିଲେ। ତାଙ୍କର ପିତା ଅକ୍ଷଶ୍ୱେରସର ଥିଲେ। ସେ କଲ୍ଦୀୟର ରାଜା ପଦରେ ଉପଯୋଗୀ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାଦୀୟ ବଂଶଜାତ ଅକ୍ଷଶ୍ୱେରଶର ପୁତ୍ର ଯେ ଦାରୀୟାବସ କଲ୍ଦୀୟ ରାଜ୍ୟ ଉପରେ ରାଜା ନିଯୁକ୍ତ ହୋଇଥିଲା, ତାହାର ପ୍ରଥମ ବର୍ଷରେ।
Odia IRV 2017 (ଓଡିଆ ବାଇବେଲ)
ମାଦୀୟ ବଂଶଜାତ ଅକ୍ଷଶ୍ୱେରଶର ପୁତ୍ର ଯେ ଦାରୀୟାବସ କଲ୍ଦୀୟ ରାଜ୍ୟ ଉପରେ ରାଜା ନିଯୁକ୍ତ ହୋଇଥିଲା, ତାହାର ପ୍ରଥମ ବର୍ଷରେ।