Daniel 9:10 — Compare Translations

5 translations compared side by side

Odia - 1840
"ଆମ୍ଭମାନେେ ସଦାପ୍ରଭୁ ଆମ୍ଭର ପରମେଶ୍ବରଙ୍କୁ ଅବମାନନା କରିଅଛୁ। ଯାହାକି ଆପଣା ଦାସ, ଭବିଷ୍ଯଦ୍ବକ୍ତାଗଣ ମାଧ୍ଯମ ରେ ଯେଉଁ ବ୍ଯବସ୍ଥା ସକଳ ରଖିଲେ ତାହା ସବୁ ଆମ୍ଭମାନେେ ପାଳନ କରିନାହୁଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଓ ସେ ଆପଣା ଭବିଷ୍ୟଦ୍ବକ୍ତାଗଣ ଦ୍ଵାରା ଆପଣାର ଯେଉଁ ବ୍ୟବସ୍ଥାସକଳ ଆମ୍ଭମାନଙ୍କ ସମ୍ମୁଖରେ ରଖିଲେ, ତଦନୁସାରେ ଆଚରଣ କରିବା ପାଇଁ ଆମ୍ଭେମାନେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵରଙ୍କ ରବରେ ମନୋଯୋଗ କରି ନାହୁଁ ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେମାନେ ସଦାପ୍ରଭୁ ଆମ୍ଭର ପରମେଶ୍ୱରଙ୍କୁ ଅବମାନନା କରିଅଛୁ। ଯାହାକି ଆପଣା ଦାସ, ଭବିଷ୍ୟ‌ଦ୍‌ବକ୍ତାଗଣ ମାଧ୍ୟମରେ ଯେଉଁ ବ୍ୟବସ୍ଥା ସକଳ ରଖିଲେ ତାହା ସବୁ ଆମ୍ଭେମାନେ ପାଳନ କରି ନାହୁଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଓ ସେ ଆପଣା ଭବିଷ୍ୟଦ୍‍ବକ୍ତାଗଣ ଦ୍ୱାରା ଆପଣାର ଯେଉଁ ବ୍ୟବସ୍ଥା ସକଳ ଆମ୍ଭମାନଙ୍କ ସମ୍ମୁଖରେ ରଖିଲେ, ତଦନୁସାରେ ଆଚରଣ କରିବା ପାଇଁ ଆମ୍ଭେମାନେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ରବରେ ମନୋଯୋଗ କରି ନାହୁଁ।
Odia IRV 2017 (ଓଡିଆ ବାଇବେଲ)
ଓ ସେ ଆପଣା ଭବିଷ୍ୟଦ୍‍ବକ୍ତାଗଣ ଦ୍ୱାରା ଆପଣାର ଯେଉଁ ବ୍ୟବସ୍ଥା ସକଳ ଆମ୍ଭମାନଙ୍କ ସମ୍ମୁଖରେ ରଖିଲେ, ତଦନୁସାରେ ଆଚରଣ କରିବା ପାଇଁ ଆମ୍ଭେମାନେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ରବରେ ମନୋଯୋଗ କରି ନାହୁଁ।