Daniel 9:11 — Compare Translations

5 translations compared side by side

Odia - 1840
"ଆଉ ସମଗ୍ର ଇଶ୍ରାୟେଲ ତୁମ୍ଭରବ୍ଯବସ୍ଥା ଲଙ୍ଘନ କରିଅଛନ୍ତି। ସମାନେେ ତୁମ୍ଭ ପ୍ରତି ବିମୁଖ ହାଇେଅଛନ୍ତି। ଏହି କାରଣରୁ ଅଭିଶାପ ଓ ପରମେଶ୍ବରଙ୍କ ସବେକ ମାଶାଙ୍କେ ବ୍ଯବସ୍ଥା ରେ ଲିଖିତ ପ୍ରତିଜ୍ଞା ଆମ୍ଭମାନଙ୍କ ଉପ ରେ ଢଳା ୟାଇଅଛି। କାରଣ ଆମ୍ଭମାନେେ ତାଙ୍କ ବିରୁଦ୍ଧ ରେ ପାପ କରିଅଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହଁ, ସମୁଦାୟ ଇସ୍ରାଏଲ ତୁମ୍ଭର ବ୍ୟବସ୍ଥା ଲଙ୍ଘନ କରିଅଛନ୍ତି, ତୁମ୍ଭର ରବରେ ଯେପରି ସେମାନେ ମନୋଯୋଗ ନ କରିବେ, ଏଥିପାଇଁ ସେମାନେ ବିପଥଗାମୀ ହୋଇଅଛନ୍ତି, ଏହି କାରଣରୁ ଅଭିଶାପ ଓ ପରମେଶ୍ଵରଙ୍କ ସେବକ ମୋଶାଙ୍କ ବ୍ୟବସ୍ଥାରେ ଲିଖିତ ଶପଥ ଆମ୍ଭମାନଙ୍କ ଉପରେ ଢଳା ଯାଇଅଛି; କାରଣ ଆମ୍ଭେମାନେ ତାହାଙ୍କ ବିରୁଦ୍ଧରେ ପାପ କରିଅଛୁ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ସମଗ୍ର ଇସ୍ରାଏଲ ତୁମ୍ଭର ବ୍ୟବସ୍ଥା ଲଙ୍ଘନ କରିଅଛନ୍ତି। ସେମାନେ ତୁମ୍ଭ ପ୍ରତି ବିମୁଖ ହୋଇଅଛନ୍ତି। ଏହି କାରଣରୁ ଅଭିଶାପ ଓ ପରମେଶ୍ୱରଙ୍କ ସେବକ ମୋଶାଙ୍କ ବ୍ୟବସ୍ଥାରେ ଲିଖିତ ପ୍ରତିଜ୍ଞା ଆମ୍ଭମାନଙ୍କ ଉପରେ ଢଳା ଯାଇଅଛି। କାରଣ ଆମ୍ଭେମାନେ ତାଙ୍କ ବିରୁଦ୍ଧରେ ପାପ କରିଅଛୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହଁ, ସମୁଦାୟ ଇସ୍ରାଏଲ ତୁମ୍ଭର ବ୍ୟବସ୍ଥା ଲଙ୍ଘନ କରିଅଛନ୍ତି, ତୁମ୍ଭର ରବରେ ଯେପରି ସେମାନେ ମନୋଯୋଗ ନ କରିବେ, ଏଥିପାଇଁ ସେମାନେ ବିପଥଗାମୀ ହୋଇଅଛନ୍ତି, ଏହି କାରଣରୁ ଅଭିଶାପ ଓ ପରମେଶ୍ୱରଙ୍କ ସେବକ ମୋଶାଙ୍କ ବ୍ୟବସ୍ଥାରେ ଲିଖିତ ଶପଥ ଆମ୍ଭମାନଙ୍କ ଉପରେ ଢଳା ଯାଇଅଛି; କାରଣ ଆମ୍ଭେମାନେ ତାହାଙ୍କ ବିରୁଦ୍ଧରେ ପାପ କରିଅଛୁ।
Odia IRV 2017 (ଓଡିଆ ବାଇବେଲ)