Daniel 9:12 — Compare Translations
5 translations compared side by side
Odia - 1840
"ତାଙ୍କ କାରଣରୁ ଆମ୍ଭମାନଙ୍କୁ ଓ ଯେଉଁମାନେ ଆମ୍ଭଙ୍କୁ ବିଗ୍ଭର ଦେଲେ, ସମାନଙ୍କେ ବିରୁଦ୍ଧ ରେ ମହା ଅମଙ୍ଗଳ ଘଟାଇଛନ୍ତି। ଏହି କାରଣରୁ କୌଣସି ନଗର ୟିରୁଶାଲମ ପରି ଦୁଃଖ ଭୋଗ କରିନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେ ଆମ୍ଭମାନଙ୍କ ଉପରେ ମହା ଅମଙ୍ଗଳ ଘଟାଇବା ଦ୍ଵାରା ଆମ୍ଭମାନଙ୍କ ବିରୁଦ୍ଧରେ ଓ ଯେଉଁ ବିଚାରକର୍ତ୍ତାଗଣ ଆମ୍ଭମାନଙ୍କର ବିଚାର କଲେ, ସେମାନଙ୍କ ବିରୁଦ୍ଧରେ ଯାହା କହିଥିଲେ, ଆପଣାର ସେହି ବାକ୍ୟ ସେ ସଫଳ କରିଅଛନ୍ତି; କାରଣ ଯିରୂଶାଲମ ପ୍ରତି ଯାହା କରା ଯାଇଅଛି, ସମୁଦାୟ ଆକାଶମଣ୍ତଳ ତଳେ ସେପରି କରାଯାଇ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
“ତାଙ୍କ କାରଣରୁ ଆମ୍ଭମାନଙ୍କୁ ଓ ଯେଉଁମାନେ ଆମ୍ଭଙ୍କୁ ବିଗ୍ଭର ଦେଲେ, ସେମାନଙ୍କ ବିରୁଦ୍ଧରେ ମହା ଅମଙ୍ଗଳ ଘଟାଇଛନ୍ତି। ଏହି କାରଣରୁ କୌଣସି ନଗର ଯିରୁଶାଲମ ପରି ଦୁଃଖ ଭୋଗ କରି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ଆମ୍ଭମାନଙ୍କ ଉପରେ ମହା ଅମଙ୍ଗଳ ଘଟାଇବା ଦ୍ୱାରା ଆମ୍ଭମାନଙ୍କ ବିରୁଦ୍ଧରେ ଓ ଯେଉଁ ବିଚାରକର୍ତ୍ତାଗଣ ଆମ୍ଭମାନଙ୍କର ବିଚାର କଲେ, ସେମାନଙ୍କ ବିରୁଦ୍ଧରେ ଯାହା କହିଥିଲେ, ଆପଣାର ସେହି ବାକ୍ୟ ସେ ସଫଳ କରିଅଛନ୍ତି; କାରଣ ଯିରୂଶାଲମ ପ୍ରତି ଯାହା କରାଯାଇଅଛି, ସମୁଦାୟ ଆକାଶମଣ୍ଡଳ ତଳେ ସେପରି କରାଯାଇ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ଆମ୍ଭମାନଙ୍କ ଉପରେ ମହା ଅମଙ୍ଗଳ ଘଟାଇବା ଦ୍ୱାରା ଆମ୍ଭମାନଙ୍କ ବିରୁଦ୍ଧରେ ଓ ଯେଉଁ ବିଚାରକର୍ତ୍ତାଗଣ ଆମ୍ଭମାନଙ୍କର ବିଚାର କଲେ, ସେମାନଙ୍କ ବିରୁଦ୍ଧରେ ଯାହା କହିଥିଲେ, ଆପଣାର ସେହି ବାକ୍ୟ ସେ ସଫଳ କରିଅଛନ୍ତି; କାରଣ ଯିରୂଶାଲମ ପ୍ରତି ଯାହା କରା ଯାଇଅଛି, ସମୁଦାୟ ଆକାଶମଣ୍ଡଳ ତଳେ ସେପରି କରାଯାଇ ନାହିଁ।