Daniel 9:13 — Compare Translations

5 translations compared side by side

Odia - 1840
"ମାଶାଙ୍କେ ଲିଖିତ ବ୍ଯବସ୍ଥାନୁସା ରେ ଏହିସବୁ ଅମଙ୍ଗଳ ଆମ୍ଭମାନଙ୍କ ପ୍ରତି ଘଟିଅଛି। ତଥାପି ଆମ୍ଭମାନେେ ସଦାପ୍ରଭୁଙ୍କର ଅନୁଗ୍ରହ ଭିକ୍ଷା କରିନାହୁଁ କି ପାପରୁ ବିରତ ହାଇନୋହୁଁଓ ତାଙ୍କର ସତ୍ଯତା ପ୍ରତି ଧ୍ଯାନ ଦଇନୋହୁଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋଶାଙ୍କ ବ୍ୟବସ୍ଥାର ଲିଖନାନୁସାରେ ଏହିସବୁ ଅମଙ୍ଗଳ ଆମ୍ଭମାନଙ୍କ ପ୍ରତି ଘଟିଅଛି; ତଥାପି ଆମ୍ଭେମାନେ ଆପଣା ଆପଣା ଅଧର୍ମରୁ ଫେରିବା ପାଇଁ ଓ ତୁମ୍ଭର ସତ୍ୟତା ବୁଝିବା ପାଇଁ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵରଙ୍କ ନିକଟରେ ବିନତି କରି ନାହୁଁ ।
Odia Bible ERV 2004 (ପବିତ୍ର ବାଇବଲ)
ମୋଶାଙ୍କ ଲିଖିତ ବ୍ୟବସ୍ଥାନୁସାରେ ଏହିସବୁ ଅମଙ୍ଗଳ ଆମ୍ଭମାନଙ୍କ ପ୍ରତି ଘଟିଅଛି। ତଥାପି ଆମ୍ଭେମାନେ ସଦାପ୍ରଭୁଙ୍କର ଅନୁଗ୍ରହ ଭିକ୍ଷା କରି ନାହୁଁ କି ପାପରୁ ବିରତ ହୋଇ ନାହୁଁ ଓ ତାଙ୍କର ସତ୍ୟତା ପ୍ରତି ଧ୍ୟାନ ଦେଇ ନାହୁଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋଶାଙ୍କ ବ୍ୟବସ୍ଥାର ଲିଖନାନୁସାରେ ଏହିସବୁ ଅମଙ୍ଗଳ ଆମ୍ଭମାନଙ୍କ ପ୍ରତି ଘଟିଅଛି; ତଥାପି ଆମ୍ଭେମାନେ ଆପଣା ଆପଣା ଅଧର୍ମରୁ ଫେରିବା ପାଇଁ ଓ ତୁମ୍ଭର ସତ୍ୟତା ବୁଝିବା ପାଇଁ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନିକଟରେ ବିନତି କରି ନାହୁଁ।
Odia IRV 2017 (ଓଡିଆ ବାଇବେଲ)
ମୋଶାଙ୍କ ବ୍ୟବସ୍ଥାର ଲିଖନାନୁସାରେ ଏହିସବୁ ଅମଙ୍ଗଳ ଆମ୍ଭମାନଙ୍କ ପ୍ରତି ଘଟିଅଛି; ତଥାପି ଆମ୍ଭେମାନେ ଆପଣା ଆପଣା ଅଧର୍ମରୁ ଫେରିବା ପାଇଁ ଓ ତୁମ୍ଭର ସତ୍ୟତା ବୁଝିବା ପାଇଁ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନିକଟରେ ବିନତି କରି ନାହୁଁ।