Daniel 9:14 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ଆମ୍ଭମାନଙ୍କ ଅମଙ୍ଗଳାର୍ଥେ ଜାଗ୍ରତ ହାଇେ ଏହି ସମସ୍ତ ଘଟାଇ ଅଛନ୍ତି। ଆମ୍ଭମାନେେ କରିଥିବା ସମସ୍ତ ପାପ ପାଇଁ ଆମ୍ଭକୁ ଦଣ୍ତିତ କରିବା ଯଥାର୍ଥତା ଅଟେ। ମାତ୍ର ଆମ୍ଭମାନେେ ତାହାଙ୍କ ବାକ୍ଯ ପ୍ରତି ଧ୍ଯାନ ଦଇନୋହୁଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏନିମନ୍ତେ ସଦାପ୍ରଭୁ ଅମଙ୍ଗଳାର୍ଥେ ଜାଗ୍ରତ ହୋଇ ଆମ୍ଭମାନଙ୍କ ପ୍ରତି ତାହା ଘଟାଇ ଅଛନ୍ତି; କାରଣ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵର ଯାହା ଯାହା କରନ୍ତି, ଆପଣାର ସେହି ସକଳ କାର୍ଯ୍ୟରେ ସେ ଧାର୍ମିକ ଅଟନ୍ତି, ମାତ୍ର ଆମ୍ଭେମାନେ ତାହାଙ୍କ ରବରେ ମନୋଯୋଗ କରି ନାହୁଁ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଆମ୍ଭମାନଙ୍କ ଅମଙ୍ଗଳାର୍ଥେ ଜାଗ୍ରତ ହୋଇ ଏହି ସମସ୍ତ ଘଟାଇ ଅଛନ୍ତି। ଆମ୍ଭେମାନେ କରିଥିବା ସମସ୍ତ ପାପ ପାଇଁ ଆମ୍ଭକୁ ଦଣ୍ତିତ କରିବା ଯଥାର୍ଥତା ଅଟେ। ମାତ୍ର ଆମ୍ଭେମାନେ ତାହାଙ୍କ ବାକ୍ୟ ପ୍ରତି ଧ୍ୟାନ ଦେଇ ନାହୁଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏନିମନ୍ତେ ସଦାପ୍ରଭୁ ଅମଙ୍ଗଳାର୍ଥେ ଜାଗ୍ରତ ହୋଇ ଆମ୍ଭମାନଙ୍କ ପ୍ରତି ତାହା ଘଟାଇଅଛନ୍ତି; କାରଣ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଯାହା ଯାହା କରନ୍ତି, ଆପଣାର ସେହି ସକଳ କାର୍ଯ୍ୟରେ ସେ ଧାର୍ମିକ ଅଟନ୍ତି, ମାତ୍ର ଆମ୍ଭେମାନେ ତାହାଙ୍କ ରବରେ ମନୋଯୋଗ କରି ନାହୁଁ।
Odia IRV 2017 (ଓଡିଆ ବାଇବେଲ)
ଏନିମନ୍ତେ ସଦାପ୍ରଭୁ ଅମଙ୍ଗଳାର୍ଥେ ଜାଗ୍ରତ ହୋଇ ଆମ୍ଭମାନଙ୍କ ପ୍ରତି ତାହା ଘଟାଇ ଅଛନ୍ତି; କାରଣ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଯାହା ଯାହା କରନ୍ତି, ଆପଣାର ସେହି ସକଳ କାର୍ଯ୍ୟରେ ସେ ଧାର୍ମିକ ଅଟନ୍ତି, ମାତ୍ର ଆମ୍ଭେମାନେ ତାହାଙ୍କ ରବରେ ମନୋଯୋଗ କରି ନାହୁଁ।