Daniel 9:15 — Compare Translations
5 translations compared side by side
Odia - 1840
"ଏଣୁ ହେ ଆମ୍ଭମାନଙ୍କର ପରମେଶ୍ବର ସଦାପ୍ରଭୁ, ତୁମ୍ଭେ ତୁମ୍ଭର ବଳବାନ ହସ୍ତଦ୍ବାରା ଆପଣା ଲୋକମାନଙ୍କୁ ମିଶରରୁ ବାହାର କରି ଆଣିଛ। ଏବେ ମଧ୍ଯ ତୁମ୍ଭେ ପ୍ରସିଦ୍ଧି ଲାଭ କରିଅଛୁ। ହେ ପ୍ରଭୁ, ଆମ୍ଭମାନେେ ପାପ କରିଅଛୁ ଓ ଆମ୍ଭମାନେେ ଦୁଷ୍କର୍ମ କରିଅଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ଏବେ ହେ ପ୍ରଭୁ, ଆମ୍ଭମାନଙ୍କ ପରମେଶ୍ଵର, ତୁମ୍ଭେ ବଳବାନ ହସ୍ତ ଦ୍ଵାରା ମିସର ଦେଶରୁ ଆପଣା ଲୋକମାନଙ୍କୁ ବାହାର କରି ଆଣି ଆଜିକାର ନ୍ୟାୟ କୀର୍ତ୍ତି ଲାଭ କରିଅଛ; ଆମ୍ଭେମାନେ ପାପ କରିଅଛୁ, ଆମ୍ଭେମାନେ ଦୁଷ୍କର୍ମ କରିଅଛୁ ।
Odia Bible ERV 2004 (ପବିତ୍ର ବାଇବଲ)
“ଏଣୁ ହେ ଆମ୍ଭମାନଙ୍କର ପରମେଶ୍ୱର ସଦାପ୍ରଭୁ, ତୁମ୍ଭେ ତୁମ୍ଭର ବଳବାନ ହସ୍ତଦ୍ୱାରା ଆପଣା ଲୋକମାନଙ୍କୁ ମିଶରରୁ ବାହାର କରି ଆଣିଛ। ଏବେ ମଧ୍ୟ ତୁମ୍ଭେ ପ୍ରସିଦ୍ଧି ଲାଭ କରିଅଛ। ହେ ପ୍ରଭୁ, ଆମ୍ଭେମାନେ ପାପ କରିଅଛୁ ଓ ଆମ୍ଭେମାନେ ଦୁଷ୍କର୍ମ କରିଅଛୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ଏବେ ହେ ପ୍ରଭୁ, ଆମ୍ଭମାନଙ୍କ ପରମେଶ୍ୱର, ତୁମ୍ଭେ ବଳବାନ ହସ୍ତ ଦ୍ୱାରା ମିସର ଦେଶରୁ ଆପଣା ଲୋକମାନଙ୍କୁ ବାହାର କରି ଆଣି ଆଜିକାର ନ୍ୟାୟ କୀର୍ତ୍ତି ଲାଭ କରିଅଛ; ଆମ୍ଭେମାନେ ପାପ କରିଅଛୁ, ଆମ୍ଭେମାନେ ଦୁଷ୍କର୍ମ କରିଅଛୁ।
Odia IRV 2017 (ଓଡିଆ ବାଇବେଲ)
ଏଣୁ ଏବେ ହେ ପ୍ରଭୁ, ଆମ୍ଭମାନଙ୍କ ପରମେଶ୍ୱର, ତୁମ୍ଭେ ବଳବାନ ହସ୍ତ ଦ୍ୱାରା ମିସର ଦେଶରୁ ଆପଣା ଲୋକମାନଙ୍କୁ ବାହାର କରି ଆଣି ଆଜିକାର ନ୍ୟାୟ କୀର୍ତ୍ତି ଲାଭ କରିଅଛ; ଆମ୍ଭେମାନେ ପାପ କରିଅଛୁ, ଆମ୍ଭେମାନେ ଦୁଷ୍କର୍ମ କରିଅଛୁ।