Daniel 9:17 — Compare Translations
5 translations compared side by side
Odia - 1840
"ଏଣୁ ବର୍ତ୍ତମାନ ହେ ସଦାପ୍ରଭୁ, ତୁମ୍ଭ ଦାସର ପ୍ରାର୍ଥନା ଗ୍ରହଣ କର। ତୁମ୍ଭର ପବିତ୍ର ସ୍ଥାନକୁ କରୁଣା ସହକା ରେ ଦେଖ। ତୁମ୍ଭର ନିଜର ଖ୍ଯାତି ପାଇଁ ଏହା କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ହେ ଆମ୍ଭମାନଙ୍କର ପରମେଶ୍ଵର, ଏବେ ତୁମ୍ଭ ଦାସର ପ୍ରାର୍ଥନା ଓ ବିନତିରେ କର୍ଣ୍ଣପାତ କର ଓ ତୁମ୍ଭର ଏହି ଯେଉଁ ଧର୍ମଧାମ ଧ୍ଵଂସିତ ହୋଇଅଛି, ତହିଁ ପ୍ରତି ପ୍ରଭୁଙ୍କ ସକାଶେ ଆପଣା ମୁଖ ପ୍ରସନ୍ନ କର ।
Odia Bible ERV 2004 (ପବିତ୍ର ବାଇବଲ)
“ଏଣୁ ବର୍ତ୍ତମାନ ହେ ସଦାପ୍ରଭୁ, ତୁମ୍ଭ ଦାସର ପ୍ରାର୍ଥନା ଗ୍ରହଣ କର। ତୁମ୍ଭର ପବିତ୍ର ସ୍ଥାନକୁ କରୁଣା ସହକାରେ ଦେଖ। ତୁମ୍ଭର ନିଜର ଖ୍ୟାତି ପାଇଁ ଏହା କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ହେ ଆମ୍ଭମାନଙ୍କର ପରମେଶ୍ୱର, ଏବେ ତୁମ୍ଭ ଦାସର ପ୍ରାର୍ଥନା ଓ ବିନତିରେ କର୍ଣ୍ଣପାତ କର ଓ ତୁମ୍ଭର ଏହି ଯେଉଁ ଧର୍ମଧାମ ଧ୍ୱଂସିତ ହୋଇଅଛି, ତହିଁ ପ୍ରତି ପ୍ରଭୁଙ୍କ ସକାଶେ ଆପଣା ମୁଖ ପ୍ରସନ୍ନ କର।
Odia IRV 2017 (ଓଡିଆ ବାଇବେଲ)
ଏହେତୁ ହେ ଆମ୍ଭମାନଙ୍କର ପରମେଶ୍ୱର, ଏବେ ତୁମ୍ଭ ଦାସର ପ୍ରାର୍ଥନା ଓ ବିନତିରେ କର୍ଣ୍ଣପାତ କର ଓ ତୁମ୍ଭର ଏହି ଯେଉଁ ଧର୍ମଧାମ ଧ୍ୱଂସିତ ହୋଇଅଛି, ତହିଁ ପ୍ରତି ପ୍ରଭୁଙ୍କ ସକାଶେ ଆପଣା ମୁଖ ପ୍ରସନ୍ନ କର।