Daniel 9:18 — Compare Translations

5 translations compared side by side

Odia - 1840
"ହେ ମାରେ ପରମେଶ୍ବର, କର୍ଣ୍ଣ ଡରେି ଶୁଣ। ଆପଣା ଚକ୍ଷୁ ମଲେି ଆମ୍ଭମାନଙ୍କର ଦୁରବସ୍ଥା ଦେଖ। ତୁମ୍ଭ ନାମ ରେ ଖ୍ଯାତି ଏହି ନଗର ଅବସ୍ଥା ଦେଖ। ଆମ୍ଭମାନେେ ଆମ୍ଭମାନଙ୍କର ଧାର୍ମିକତା ଯୋଗୁଁ ନୁହେଁ, ମାତ୍ର ତୁମ୍ଭର ମହାଦୟା ସକାଶୁ ତୁମ୍ଭକୁ ନିବଦନେ କରୁଅଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ମୋର ପରମେଶ୍ଵର, କର୍ଣ୍ଣ ଡେରି ଶୁଣ; ଆପଣା ଚକ୍ଷୁ ମେଲି ଆମ୍ଭମାନଙ୍କର ଉଚ୍ଛିନ୍ନତା ପ୍ରତି ଓ ତୁମ୍ଭ ନାମରେ ଖ୍ୟାତ ଏହି ନଗର ପ୍ରତି ଦୃଷ୍ଟିପାତ କର; କାରଣ ଆମ୍ଭେମାନେ ନିଜ ଧାର୍ମିକତା ସକାଶୁ ନୁହେଁ, ମାତ୍ର ତୁମ୍ଭର ମହାଦୟା ସକାଶୁ ତୁମ୍ଭ ଛାମୁରେ ଆମ୍ଭମାନଙ୍କର ନିବେଦନ ଉତ୍ସର୍ଗ କରୁଅଛୁ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ମୋର ପରମେଶ୍ୱର, କର୍ଣ୍ଣ ଡେରି ଶୁଣ। ଆପଣା ଚକ୍ଷୁ ମେଲି ଆମ୍ଭମାନଙ୍କର ଦୁରବସ୍ଥା ଦେଖ। ତୁମ୍ଭ ନାମରେ ଖ୍ୟାତି ଏହି ନଗର ଅବସ୍ଥା ଦେଖ। ଆମ୍ଭେମାନେ ଆମ୍ଭମାନଙ୍କର ଧାର୍ମିକତା ଯୋଗୁଁ ନୁହେଁ, ମାତ୍ର ତୁମ୍ଭର ମହାଦୟା ସକାଶୁ ତୁମ୍ଭକୁ ନିବେଦନ କରୁଅଛୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ମୋର ପରମେଶ୍ୱର, କର୍ଣ୍ଣ ଡେରି ଶୁଣ; ଆପଣା ଚକ୍ଷୁ ମେଲି ଆମ୍ଭମାନଙ୍କର ଉଚ୍ଛିନ୍ନତା ପ୍ରତି ଓ ତୁମ୍ଭ ନାମରେ ଖ୍ୟାତ ଏହି ନଗର ପ୍ରତି ଦୃଷ୍ଟିପାତ କର; କାରଣ ଆମ୍ଭେମାନେ ନିଜ ଧାର୍ମିକତା ସକାଶୁ ନୁହେଁ, ମାତ୍ର ତୁମ୍ଭର ମହାଦୟା ସକାଶୁ ତୁମ୍ଭ ଛାମୁରେ ଆମ୍ଭମାନଙ୍କର ନିବେଦନ ଉତ୍ସର୍ଗ କରୁଅଛୁ।
Odia IRV 2017 (ଓଡିଆ ବାଇବେଲ)