Daniel 9:19 — Compare Translations

5 translations compared side by side

Odia - 1840
"ହେ ସଦାପ୍ରଭୁ ଶୁଣ, ହେ ସଦାପ୍ରଭୁ କ୍ଷମା କର, ହେ ପରମେଶ୍ବର ଅବଧାନ ପୂର୍ବକ କର୍ମ କର। ବିଳମ୍ବ କରନାହିଁ, ହେ ମାରେ ପରମେଶ୍ବର ନିଜର ନାମ ସକାେଶ କର୍ମ କର। କାରଣ ତୁମ୍ଭର ନଗର ଏ ତୁମ୍ଭର ଲୋକମାନେ ତୁମ୍ଭ ନାମ ରେ ଖ୍ଯାତ ଅଟନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ପ୍ରଭୁ, ଶୁଣ; ହେ ପ୍ରଭୁ, କ୍ଷମା କର; ହେ ପ୍ରଭୁ, ମନୋଯୋଗ କରି କର୍ମ କର; ବିଳମ୍ଵ ନ କର; ହେ ମୋର ପରମେଶ୍ଵର, ନିଜ ସକାଶେ କର୍ମ କର, କାରଣ ତୁମ୍ଭର ନଗର ଓ ତୁମ୍ଭର ଲୋକମାନେ ତୁମ୍ଭ ନାମରେ ଖ୍ୟାତ ଅଟନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ ଶୁଣ, ହେ ସଦାପ୍ରଭୁ, କ୍ଷମା କର, ହେ ପରମେଶ୍ୱର, ଅବଧାନ ପୂର୍ବକ କର୍ମ କର। ବିଳମ୍ବ କର ନାହିଁ, ହେ ମୋର ପରମେଶ୍ୱର ନିଜର ନାମ ସକାଶେ କର୍ମ କର। କାରଣ ତୁମ୍ଭର ନଗର ଏ ତୁମ୍ଭର ଲୋକମାନେ ତୁମ୍ଭ ନାମରେ ଖ୍ୟାତ ଅଟନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ପ୍ରଭୁ, ଶୁଣ; ହେ ପ୍ରଭୁ, କ୍ଷମା କର; ହେ ପ୍ରଭୁ, ମନୋଯୋଗ କରି କର୍ମ କର; ବିଳମ୍ବ ନ କର; ହେ ମୋʼ ର ପରମେଶ୍ୱର, ନିଜ ସକାଶେ କର୍ମ କର, କାରଣ ତୁମ୍ଭର ନଗର ଓ ତୁମ୍ଭର ଲୋକମାନେ ତୁମ୍ଭ ନାମରେ ଖ୍ୟାତ ଅଟନ୍ତି।”
Odia IRV 2017 (ଓଡିଆ ବାଇବେଲ)
ହେ ପ୍ରଭୁ, ଶୁଣ; ହେ ପ୍ରଭୁ, କ୍ଷମା କର; ହେ ପ୍ରଭୁ, ମନୋଯୋଗ କରି କର୍ମ କର; ବିଳମ୍ବ ନ କର; ହେ ମୋ’ର ପରମେଶ୍ୱର, ନିଜ ସକାଶେ କର୍ମ କର, କାରଣ ତୁମ୍ଭର ନଗର ଓ ତୁମ୍ଭର ଲୋକମାନେ ତୁମ୍ଭ ନାମରେ ଖ୍ୟାତ ଅଟନ୍ତି।