Daniel 9:2 — Compare Translations

5 translations compared side by side

Odia - 1840
"ଦାରିଯାବସଙ୍କ ରାଜତ୍ବର ପ୍ରଥମ ବର୍ଷ ରେ ମୁଁ ଦାନିୟେଲ, କେତକେ ଗ୍ରନ୍ଥ ପାଠକରି ଜାଣିଲି ଯେ, ଯିରିମିୟ ଭବିଷ୍ଯଦ୍ବକ୍ତା ସଦାପ୍ରଭୁଙ୍କଠାରୁ ବୁଝିଲେ ୟରୁଶାଲମର ପୁନଃନିର୍ମାଣ ପ୍ରଳଯର ସତୁରି ବର୍ଷ ପ ରେ ଘଟିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାର ରାଜତ୍ଵର ପ୍ରଥମ ବର୍ଷରେ ମୁଁ ଦାନିୟେଲ ଶାସ୍ତ୍ର ଦ୍ଵାରା ବର୍ଷର ସଂଖ୍ୟା, ଅର୍ଥାତ୍, ଯିରୂଶାଲମର ଉଚ୍ଛିନ୍ନତାର ସମୟ ସତୁରି ବର୍ଷ ହେବା ବିଷୟରେ ସଦାପ୍ରଭୁଙ୍କର ଯେଉଁ ବାକ୍ୟ ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କର ନିକଟରେ ଉପସ୍ଥିତ ହୋଇଥିଲା, ତାହା ମୁଁ ବୁଝିଲି ।
Odia Bible ERV 2004 (ପବିତ୍ର ବାଇବଲ)
ଦାରିୟାବସଙ୍କ ରାଜତ୍ୱର ପ୍ରଥମ ବର୍ଷରେ ମୁଁ ଦାନିୟେଲ, କେତେକ ଗ୍ରନ୍ଥ ପାଠକରି ଜାଣିଲି ଯେ, ଯିରିମିୟ ଭବିଷ୍ୟ‌ଦ୍‌ବକ୍ତା ସଦାପ୍ରଭୁଙ୍କଠାରୁ ବୁଝିଲେ ଯିରୁଶାଲମର ପୁନଃନିର୍ମାଣ ପ୍ରଳୟର ସତୁରି ବର୍ଷ ପରେ ଘଟିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାର ଶାସନ କାଳର ପ୍ରଥମ ବର୍ଷରେ ମୁଁ, ଦାନିୟେଲ, ଶାସ୍ତ୍ର ଦ୍ୱାରା ବର୍ଷର ସଂଖ୍ୟା, ଅର୍ଥାତ୍‍, ଯିରୂଶାଲମର ଉଚ୍ଛିନ୍ନତାର ସମୟ ସତୁରି ବର୍ଷ ହେବା ବିଷୟରେ ସଦାପ୍ରଭୁଙ୍କର ଯେଉଁ ବାକ୍ୟ ଯିରିମୀୟ ଭବିଷ୍ୟଦ୍‍ବକ୍ତାଙ୍କର ନିକଟରେ ଉପସ୍ଥିତ ହୋଇଥିଲା, ତାହା ମୁଁ ବୁଝିଲି।
Odia IRV 2017 (ଓଡିଆ ବାଇବେଲ)