Daniel 9:20 — Compare Translations
5 translations compared side by side
Odia - 1840
"ମୁଁ ସହେିସବୁ କଥା ପରମେଶ୍ବରଙ୍କୁ ପ୍ରାର୍ଥନା ରେ ନିବଦନେ କରୁଥିଲି। ମାରେ ପାପ ଓ ଇଶ୍ରାୟେଲ ଲୋକଙ୍କର ପାପ ସ୍ବୀକାର କରୁଥିଲି। ଆଉ ମାରେ ପରମେଶ୍ବରଙ୍କ ପବିତ୍ର ପର୍ବତ ନିମନ୍ତେ ମାରେ ପରମେଶ୍ବର ସଦାପଭୁଙ୍କ ଛାମୁ ରେ ମାରେ ନିବଦନେ ଉତ୍ସର୍ଗ କରୁଥିଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ମୁଁ ନିବେଦନ ଓ ପ୍ରାର୍ଥନା କରୁଥିଲି, ପୁଣି ମୋର ପାପ ଓ ମୋର ଇସ୍ରାଏଲ ଲୋକଙ୍କର ପାପ ସ୍ଵୀକାର କରୁଥିଲି, ଆଉ ମୋʼ ପରମେଶ୍ଵରଙ୍କ ପବିତ୍ର ପର୍ବତ ନିମନ୍ତେ ସଦାପ୍ରଭୁ ମୋʼ ପରମେଶ୍ଵରଙ୍କ ଛାମୁରେ ଆପଣା ନିବେଦନ ଉତ୍ସର୍ଗ କରୁଥିଲି;
Odia Bible ERV 2004 (ପବିତ୍ର ବାଇବଲ)
ସତୁରି ସପ୍ତାହ ବିଷୟରେ ଦର୍ଶନ ମୁଁ ସେହିସବୁ କଥା ପରମେଶ୍ୱରଙ୍କୁ ପ୍ରାର୍ଥନାରେ ନିବେଦନ କରୁଥିଲି। ମୋର ପାପ ଓ ଇସ୍ରାଏଲ ଲୋକଙ୍କର ପାପ ସ୍ୱୀକାର କରୁଥିଲି। ଆଉ ମୋର ପରମେଶ୍ୱରଙ୍କ ପବିତ୍ର ପର୍ବତ ନିମନ୍ତେ ମୋର ପରମେଶ୍ୱର ସଦାପଭୁଙ୍କ ଛାମୁରେ ମୋର ନିବେଦନ ଉତ୍ସର୍ଗ କରୁଥିଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ମୁଁ ନିବେଦନ ଓ ପ୍ରାର୍ଥନା କରୁଥିଲି, ପୁଣି ମୋʼ ର ପାପ ଓ ମୋʼ ର ଇସ୍ରାଏଲ ଲୋକଙ୍କର ପାପ ସ୍ୱୀକାର କରୁଥିଲି, ଆଉ ମୋʼ ପରମେଶ୍ୱରଙ୍କ ପବିତ୍ର ପର୍ବତ ନିମନ୍ତେ ସଦାପ୍ରଭୁ ମୋʼ ପରମେଶ୍ୱରଙ୍କ ଛାମୁରେ ଆପଣା ନିବେଦନ ଉତ୍ସର୍ଗ କରୁଥିଲି;
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ ମୁଁ ନିବେଦନ ଓ ପ୍ରାର୍ଥନା କରୁଥିଲି, ପୁଣି ମୋ’ର ପାପ ଓ ମୋ’ର ଇସ୍ରାଏଲ ଲୋକଙ୍କର ପାପ ସ୍ୱୀକାର କରୁଥିଲି, ଆଉ ମୋ’ ପରମେଶ୍ୱରଙ୍କ ପବିତ୍ର ପର୍ବତ ନିମନ୍ତେ ସଦାପ୍ରଭୁ ମୋ’ ପରମେଶ୍ୱରଙ୍କ ଛାମୁରେ ଆପଣା ନିବେଦନ ଉତ୍ସର୍ଗ କରୁଥିଲି;