Daniel 9:21 — Compare Translations
5 translations compared side by side
Odia - 1840
"ଯେତବେେଳେ ମୁଁ ପ୍ରାର୍ଥନା କରୁଥିଲି, ମାରେ ପ୍ରଥମ ଦର୍ଶନ ରେ ଗାବ୍ରିଯଲେ ଯାହାକୁ ମୁଁ ମାେ ନିକଟକୁ ଉଡିକି ଆସିବାର ଦେଖିଲି। ସେ ସନ୍ଧ୍ଯା ବେଳେ ବଳିଦାନ ଉତ୍ସର୍ଗ ସମୟରେ ଆସି ମାେତେ ସ୍ପର୍ଶ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏପରି ମୁଁ ପ୍ରାର୍ଥନା କରି କଥା କହୁ କହୁ ଆଦ୍ୟରେ ଦର୍ଶନକ୍ରମେ ମୁଁ ଯାହାଙ୍କୁ ଦେଖିଥିଲି, ସେହି ପୁରୁଷ ଗାବ୍ରିଏଲ ଶୀଘ୍ର ଉଡ଼ିବା ପାଇଁ ଆଦିଷ୍ଟ ହୋଇ ପ୍ରାୟ ସନ୍ଧ୍ୟାକାଳୀନ ନୈବେଦ୍ୟ ସମୟରେ ଆସି ମୋତେ ସ୍ପର୍ଶ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ମୁଁ ପ୍ରାର୍ଥନା କରୁଥିଲି, ମୋର ପ୍ରଥମ ଦର୍ଶନରେ ଗାବ୍ରିଏଲ ଯାହାକୁ ମୁଁ ମୋ’ ନିକଟକୁ ଉଡ଼ିକି ଆସିବାର ଦେଖିଲି। ସେ ସନ୍ଧ୍ୟାବେଳେ ବଳିଦାନ ଉତ୍ସର୍ଗ ସମୟରେ ଆସି ମୋତେ ସ୍ପର୍ଶ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏପରି ମୁଁ ପ୍ରାର୍ଥନା କରି କଥା କହୁ କହୁ ଆଦ୍ୟରେ ଦର୍ଶନରେ ମୁଁ ଯାହାଙ୍କୁ ଦେଖିଥିଲି, ସେହି ପୁରୁଷ ଗାବ୍ରିଏଲ ଶୀଘ୍ର ଉଡ଼ିବା ପାଇଁ ଆଦେଶପ୍ରାପ୍ତ ହୋଇ ପ୍ରାୟ ସନ୍ଧ୍ୟାକାଳୀନ ନୈବେଦ୍ୟ ସମୟରେ ଆସି ମୋତେ ସ୍ପର୍ଶ କଲେ।
Odia IRV 2017 (ଓଡିଆ ବାଇବେଲ)
ଏପରି ମୁଁ ପ୍ରାର୍ଥନା କରି କଥା କହୁ କହୁ ଆଦ୍ୟରେ ଦର୍ଶନରେ ମୁଁ ଯାହାଙ୍କୁ ଦେଖିଥିଲି, ସେହି ପୁରୁଷ ଗାବ୍ରିଏଲ ଶୀଘ୍ର ଉଡ଼ିବା ପାଇଁ ଆଦେଶପ୍ରାପ୍ତ ହୋଇ ପ୍ରାୟ ସନ୍ଧ୍ୟାକାଳୀନ ନୈବେଦ୍ୟ ସମୟରେ ଆସି ମୋତେ ସ୍ପର୍ଶ କଲେ।