Daniel 9:22 — Compare Translations
5 translations compared side by side
Odia - 1840
"ଗାବ୍ରିଯଲେ ମାେତେ ଶିକ୍ଷା ଦଇେ କହିଲେ, ହେ ଦାନିୟେଲ, ମୁଁ ତୁମ୍ଭକୁ ବୁଝିବା ପାଇଁ ଜ୍ଞାନ ପ୍ରଦାନ କରୁଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେ ମୋତେ ଶିକ୍ଷା ଦେଲେ ଓ ମୋʼ ସଙ୍ଗେ କଥାବାର୍ତ୍ତା କରି କହିଲେ, ହେ ଦାନିୟେଲ, ମୁଁ ଏବେ ତୁମ୍ଭକୁ ବୁଦ୍ଧିର କୌଶଳ ଦେବାକୁ ଆସିଲି ।
Odia Bible ERV 2004 (ପବିତ୍ର ବାଇବଲ)
ଗାବ୍ରିଏଲ ମୋତେ ଶିକ୍ଷା ଦେଇ କହିଲେ, “ହେ ଦାନିୟେଲ, ମୁଁ ତୁମ୍ଭକୁ ବୁଝିବା ପାଇଁ ଜ୍ଞାନ ପ୍ରଦାନ କରୁଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ମୋତେ ଶିକ୍ଷା ଦେଲେ ଓ ମୋʼ ସଙ୍ଗେ କଥାବାର୍ତ୍ତା କରି କହିଲେ, “ହେ ଦାନିୟେଲ, ମୁଁ ଏବେ ତୁମ୍ଭକୁ ବୁଦ୍ଧିର କୌଶଳ ଦେବାକୁ ଆସିଲି।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ମୋତେ ଶିକ୍ଷା ଦେଲେ ଓ ମୋ’ ସଙ୍ଗେ କଥାବାର୍ତ୍ତା କରି କହିଲେ, ହେ ଦାନିୟେଲ, ମୁଁ ଏବେ ତୁମ୍ଭକୁ ବୁଦ୍ଧିର କୌଶଳ ଦେବାକୁ ଆସିଲି।