Daniel 9:23 — Compare Translations
5 translations compared side by side
Odia - 1840
"ଯେତବେେଳେ ତୁମ୍ଭେ ପ୍ରାର୍ଥନା କରିବାକୁ ଆରମ୍ଭ କଲ, ମୁଁ ତୁମ୍ଭକୁ ଜଣାଇବାକୁ ଆସିଲି। କାରଣ ତୁମ୍ଭେ ପରମେଶ୍ବରଙ୍କର ଅତ୍ଯନ୍ତପ୍ରିଯପାତ୍ର। ଏହି ଆଦେଶକୁ ବୁଝ ଓ ଏହି ଦର୍ଶନକୁ ମଧ୍ଯ ବୁଝ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭର ବିନତିର ଆରମ୍ଭ ସମୟରେ ଆଜ୍ଞା ନିର୍ଗତ ହେଲା, ଆଉ ତୁମ୍ଭକୁ ଜଣାଇବା ପାଇଁ ମୁଁ ଆସିଅଛି, କାରଣ ତୁମ୍ଭେ ଅତ୍ୟ; ପ୍ରିୟପାତ୍ର; ଏଥିପାଇଁ ଏ ବିଷୟ ବିବେଚନା କର ଓ ଦର୍ଶନ ବୁଝ ।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ତୁମ୍ଭେ ପ୍ରାର୍ଥନା କରିବାକୁ ଆରମ୍ଭ କଲ, ମୁଁ ତୁମ୍ଭକୁ ଜଣାଇବାକୁ ଆସିଲି। କାରଣ ତୁମ୍ଭେ ପରମେଶ୍ୱରଙ୍କର ଅତ୍ୟନ୍ତ ପ୍ରିୟପାତ୍ର। ଏହି ଆଦେଶକୁ ବୁଝ ଓ ଏହି ଦର୍ଶନକୁ ମଧ୍ୟ ବୁଝ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭର ବିନତିର ଆରମ୍ଭ ସମୟରେ ଆଜ୍ଞା ନିର୍ଗତ ହେଲା, ଆଉ ତୁମ୍ଭକୁ ଜଣାଇବା ପାଇଁ ମୁଁ ଆସିଅଛି, କାରଣ ତୁମ୍ଭେ ଅତ୍ୟନ୍ତ ପ୍ରିୟପାତ୍ର; ଏଥିପାଇଁ ଏ ବିଷୟ ବିବେଚନା କର ଓ ଦର୍ଶନ ବୁଝ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭର ବିନତିର ଆରମ୍ଭ ସମୟରେ ଆଜ୍ଞା ନିର୍ଗତ ହେଲା, ଆଉ ତୁମ୍ଭକୁ ଜଣାଇବା ପାଇଁ ମୁଁ ଆସିଅଛି, କାରଣ ତୁମ୍ଭେ ଅତ୍ୟନ୍ତ ପ୍ରିୟପାତ୍ର; ଏଥିପାଇଁ ଏ ବିଷୟ ବିବେଚନା କର ଓ ଦର୍ଶନ ବୁଝ।