Daniel 9:24 — Compare Translations
5 translations compared side by side
Odia - 1840
" ହେ ଦାନିୟେଲ, ପରମେଶ୍ବର ସତୁରି ସପ୍ତାହ ତୁମ୍ଭର ଲୋକମାନଙ୍କ ପାଇଁ ଓ ତୁମ୍ଭର ପବିତ୍ର ନଗର ପାଇଁ ନିରୂପଣ କରିଛନ୍ତି। ଏ ସତୁରି ସପ୍ତାହ ନିରୂପଣ ହବୋର ଲକ୍ଷ୍ଯ ଦେଉଛି, ଆଜ୍ଞା ଲଙ୍ଘନରୁ ଏବଂ ପାପରୁ ବିରତ ହବୋ। ଏହାର ଲକ୍ଷ୍ଯ ଲୋକମାନଙ୍କୁ ପ୍ରାଯଶ୍ଚିତ କରିବା ଏବଂ ଅନନ୍ତକାଳସ୍ଥାଯୀ ଧାର୍ମିକତା ଓ ପ୍ରମାଣିକତା ଦର୍ଶନଗୁଡିକ ଓ ଭବିଷ୍ଯଦବାଣୀ ଓ ପବିତ୍ରସ୍ଥାନ ରେ ଉତ୍ସର୍ଗ କରିବା। ଏହା ଲୋକମାନଙ୍କୁ ଲକ୍ଷ୍ଯ କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଜ୍ଞା ଲଙ୍ଘନ ସମାପ୍ତ କରିବାକୁ ଓ ପାପର ଶେଷ କରିବାକୁ ଓ ଅଧର୍ମର ପ୍ରାୟଶ୍ଚିତ୍ତ କରିବାକୁ, ଆଉ ଅନନ୍ତକାଳସ୍ଥାୟୀ ଧର୍ମ ଆଣିବାକୁ, ପୁଣି ଦର୍ଶନ ଓ ଭବିଷ୍ୟଦ୍ବାକ୍ୟ ମୁଦ୍ରାଙ୍କିତ କରିବାକୁ ଓ ପବିତ୍ରତମଙ୍କୁ ଅଭିଷିକ୍ତ କରିବାକୁ ତୁମ୍ଭ ଲୋକଙ୍କର ଓ ତୁମ୍ଭ ପବିତ୍ର ନଗର ନିମନ୍ତେ ସତୁରି ସପ୍ତାହ ନିରୂପିତ ହୋଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
“ହେ ଦାନିୟେଲ, ପରମେଶ୍ୱର ସତୁରି ସପ୍ତାହ ତୁମ୍ଭର ଲୋକମାନଙ୍କ ପାଇଁ ଓ ତୁମ୍ଭର ପବିତ୍ର ନଗର ପାଇଁ ନିରୂପଣ କରିଛନ୍ତି। ଏ ସତୁରି ସପ୍ତାହ ନିରୂପଣ ହେବାର ଲକ୍ଷ୍ୟ ଦେଉଛି, ଆଜ୍ଞା ଲଙ୍ଘନରୁ ଏବଂ ପାପରୁ ବିରତ ହେବା। ଏହାର ଲକ୍ଷ୍ୟ ଲୋକମାନଙ୍କୁ ପ୍ରାୟଶ୍ଚିତ କରିବା ଏବଂ ଅନନ୍ତକାଳସ୍ଥାୟୀ ଧାର୍ମିକତା ଓ ପ୍ରମାଣିକତା ଦର୍ଶନଗୁଡ଼ିକ ଓ ଭବିଷ୍ୟଦ୍ବାଣୀ ଓ ପବିତ୍ର ସ୍ଥାନରେ ଉତ୍ସର୍ଗ କରିବା। ଏହା ଲୋକମାନଙ୍କୁ ଲକ୍ଷ୍ୟ କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଜ୍ଞାଲଙ୍ଘନ ସମାପ୍ତ କରିବାକୁ ଓ ପାପର ଶେଷ କରିବାକୁ ଓ ଅଧର୍ମର ପ୍ରାୟଶ୍ଚିତ୍ତ କରିବାକୁ, ଆଉ ଅନନ୍ତକାଳସ୍ଥାୟୀ ଧର୍ମ ଆଣିବାକୁ, ପୁଣି ଦର୍ଶନ ଓ ଭବିଷ୍ୟଦ୍ବାକ୍ୟ ମୁଦ୍ରାଙ୍କିତ କରିବାକୁ ଓ ମହାପବିତ୍ର ସ୍ଥାନକୁ ଅଭିଷିକ୍ତ କରିବାକୁ ତୁମ୍ଭ ଲୋକଙ୍କର ଓ ତୁମ୍ଭ ପବିତ୍ର ନଗର ନିମନ୍ତେ ସତୁରି ସପ୍ତାହ ନିରୂପିତ ହୋଇଅଛି।
Odia IRV 2017 (ଓଡିଆ ବାଇବେଲ)
ଆଜ୍ଞା-ଲଙ୍ଘନ ସମାପ୍ତ କରିବାକୁ ଓ ପାପର ଶେଷ କରିବାକୁ ଓ ଅଧର୍ମର ପ୍ରାୟଶ୍ଚିତ୍ତ କରିବାକୁ, ଆଉ ଅନନ୍ତକାଳସ୍ଥାୟୀ ଧର୍ମ ଆଣିବାକୁ, ପୁଣି ଦର୍ଶନ ଓ ଭବିଷ୍ୟଦ୍ବାକ୍ୟ ମୁଦ୍ରାଙ୍କିତ କରିବାକୁ ଓ ମହାପବିତ୍ର ସ୍ଥାନକୁ ଅଭିଷିକ୍ତ କରିବାକୁ ତୁମ୍ଭ ଲୋକଙ୍କର ଓ ତୁମ୍ଭ ପବିତ୍ର ନଗର ନିମନ୍ତେ ସତୁରି ସପ୍ତାହ ନିରୂପିତ ହୋଇଅଛି।