Daniel 9:25 — Compare Translations

5 translations compared side by side

Odia - 1840
"ଏହା ଜାଣ ଏବଂ ଏହା ବୁଝ, ଆଦେଶ ହବୋଠାରୁ ଫରୋଇବାକୁ ଏବଂ ୟିରୁଶାଲମ ନିର୍ମିତ କର, ଯେପର୍ୟ୍ଯନ୍ତ ଗୋଟିଏ ଅଭିଷିକ୍ତ ରାଜକୁମାର ସାତ ସପ୍ତାହ ଓ ବାଷଠି ସପ୍ତାହ ରେ, ସହର ପୂର୍ଣ୍ଣ ନିର୍ମିତ ହବେ। କିନ୍ତୁ ଏହାର ମୁଖ୍ଯ ରାସ୍ତା ଓ କାନ୍ଥ, ଅସୁବାଧା ସମୟରେ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିପାଇଁ ତୁମ୍ଭେ ଜ୍ଞାତ ହୁଅ ଓ ବୁଝ ଯେ, ଯିରୂଶାଲମକୁ ପୁନଃସ୍ଥାପନ ଓ ନିର୍ମାଣ କରିବାର ଆଜ୍ଞା ପ୍ରକାଶ ହେବା ସମୟଠାରୁ ଅଧିପତି, ଅଭିଷିକ୍ତ ବ୍ୟକ୍ତିଙ୍କ ପର୍ଯ୍ୟନ୍ତ ସାତ ସପ୍ତାହ ହେବ; ପୁଣି, ସଙ୍କଟ କାଳରେ ହିଁ ତାହା ଛକ ଓ ପରିଖା ସହିତ ତିନି କୋଡ଼ି ଦୁଇ ସପ୍ତାହ ପୁନର୍ନିର୍ମିତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
“ଏହା ଜାଣ ଏବଂ ଏହା ବୁଝ, ଆଦେଶ ହେବାଠାରୁ ଫେରାଇବାକୁ ଏବଂ ଯିରୁଶାଲମ ନିର୍ମିତ କର, ଯେପର୍ଯ୍ୟନ୍ତ ଗୋଟିଏ ଅଭିଷିକ୍ତ ରାଜକୁମାର ସାତ ସପ୍ତାହ ଓ ବାଷଠି ସପ୍ତାହରେ, ସହର ପୂର୍ଣ୍ଣ ନିର୍ମିତ ହେବ। କିନ୍ତୁ ଏହାର ମୁଖ୍ୟ ରାସ୍ତା ଓ କାନ୍ଥ, ଅସୁବିଧା ସମୟରେ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିପାଇଁ ତୁମ୍ଭେ ଜ୍ଞାତ ହୁଅ ଓ ବୁଝ ଯେ, ଯିରୂଶାଲମକୁ ପୁନଃସ୍ଥାପନ ଓ ନିର୍ମାଣ କରିବାର ଆଜ୍ଞା ପ୍ରକାଶ ହେବା ସମୟଠାରୁ ଅଧିପତି, ଅଭିଷିକ୍ତ ବ୍ୟକ୍ତିଙ୍କ ପର୍ଯ୍ୟନ୍ତ ସାତ ସପ୍ତାହ ହେବ; ପୁଣି, ସଙ୍କଟ କାଳରେ ହିଁ ତାହା ଛକ ଓ ପରିଖା ସହିତ ତିନି କୋଡ଼ି ଦୁଇ ସପ୍ତାହ ପୁନଃନିର୍ମିତ ହେବ।
Odia IRV 2017 (ଓଡିଆ ବାଇବେଲ)
ଏଥିପାଇଁ ତୁମ୍ଭେ ଜ୍ଞାତ ହୁଅ ଓ ବୁଝ ଯେ, ଯିରୂଶାଲମକୁ ପୁନଃସ୍ଥାପନ ଓ ନିର୍ମାଣ କରିବାର ଆଜ୍ଞା ପ୍ରକାଶ ହେବା ସମୟଠାରୁ ଅଧିପତି, ଅଭିଷିକ୍ତ ବ୍ୟକ୍ତିଙ୍କ ପର୍ଯ୍ୟନ୍ତ ସାତ ସପ୍ତାହ ହେବ; ପୁଣି, ସଙ୍କଟ କାଳରେ ହିଁ ତାହା ଛକ ଓ ପରିଖା ସହିତ ତିନି କୋଡ଼ି ଦୁଇ ସପ୍ତାହ ପୁନଃର୍ନିର୍ମିତ ହେବ।