Daniel 9:26 — Compare Translations
5 translations compared side by side
Odia - 1840
"ପୁଣି ବାଷଠି ସପ୍ତାହ ପ ରେ ଅଭିଷିକ୍ତ ବ୍ଯକ୍ତି ଉଚ୍ଛିନ୍ନ ଓ ଅକିଞ୍ଚନ ହବେେ। ଆଉ ଆଗାମୀ ଅଧିପତିର ଲୋକମାନେ ନଗର ଓ ପବିତ୍ରସ୍ଥାନ ନଷ୍ଟ କରିବେ। ବନ୍ଯା ରେ ତାହା ଶଷେ ହବେ। ପୁଣି ଶଷେ ପର୍ୟ୍ଯନ୍ତ ୟୁଦ୍ଧ ହବେ। ଆଉ ପରମେଶ୍ବର ସେ ସ୍ଥାନର ସମ୍ପୂର୍ଣ୍ଣ ବିନାଶ ପାଇଁ ଆଦେଶ କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ତିନି କୋଡ଼ି ଦୁଇ ସପ୍ତାହ ଉତ୍ତାରେ ଅଭିଷିକ୍ତ ବ୍ୟକ୍ତି ଉଚ୍ଛିନ୍ନ ହେବେ ଓ ସେ ଅକିଞ୍ଚନ ହେବେ; ଆଉ, ଆଗାମୀ ଅଧିପତିର ଲୋକମାନେ ⇧ ନଗର ଓ ଧର୍ମଧାମ ନଷ୍ଟ କରିବେ ଓ ପ୍ଳାବନ ଦ୍ଵାରା ତାହାର ଶେଷ ହେବ, ପୁଣି ଶେଷ ପର୍ଯ୍ୟନ୍ତ ହିଁ ଯୁଦ୍ଧ ହେବ; ନାନା ଉଚ୍ଛିନ୍ନତା ନିରୂପିତ ହୋଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ବାଷଠି ସପ୍ତାହ ପରେ ଅଭିଷିକ୍ତ ବ୍ୟକ୍ତି ଉଚ୍ଛିନ୍ନ ଓ ଅକିଞ୍ଚନ ହେବେ। ଆଉ ଆଗାମୀ ଅଧିପତିର ଲୋକମାନେ ନଗର ଓ ପବିତ୍ର ସ୍ଥାନ ନଷ୍ଟ କରିବେ। ବନ୍ୟାରେ ତାହା ଶେଷ ହେବ। ପୁଣି ଶେଷ ପର୍ଯ୍ୟନ୍ତ ଯୁଦ୍ଧ ହେବ। ଆଉ ପରମେଶ୍ୱର ସେ ସ୍ଥାନର ସମ୍ପୂର୍ଣ୍ଣ ବିନାଶ ପାଇଁ ଆଦେଶ କରିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତିନି କୋଡ଼ି ଦୁଇ ସପ୍ତାହ ଉତ୍ତାରେ ଅଭିଷିକ୍ତ ବ୍ୟକ୍ତି ଉଚ୍ଛିନ୍ନ ହେବେ ଓ ସେ ଅକିଞ୍ଚନା ହେବେ; ଆଉ, ଆଗାମୀ ଅଧିପତିର ଲୋକମାନେ ନଗର ଓ ଧର୍ମଧାମ ନଷ୍ଟ କରିବେ ଓ ପ୍ଲାବନ ଦ୍ୱାରା ତାହାର ଶେଷ ହେବ, ପୁଣି ଶେଷ ପର୍ଯ୍ୟନ୍ତ ହିଁ ଯୁଦ୍ଧ ହେବ; ନାନା ଉଚ୍ଛିନ୍ନତା ନିରୂପିତ ହୋଇଅଛି।
Odia IRV 2017 (ଓଡିଆ ବାଇବେଲ)
ପୁଣି, ତିନି କୋଡ଼ି ଦୁଇ ସପ୍ତାହ ଉତ୍ତାରେ ଅଭିଷିକ୍ତ ବ୍ୟକ୍ତି ଉଚ୍ଛିନ୍ନ ହେବେ ଓ ସେ ଅକିଞ୍ଚନା ହେବେ; ଆଉ, ଆଗାମୀ ଅଧିପତିର ଲୋକମାନେ ନଗର ଓ ଧର୍ମଧାମ ନଷ୍ଟ କରିବେ ଓ ପ୍ଳାବନ ଦ୍ୱାରା ତାହାର ଶେଷ ହେବ, ପୁଣି ଶେଷ ପର୍ଯ୍ୟନ୍ତ ହିଁ ଯୁଦ୍ଧ ହେବ; ନାନା ଉଚ୍ଛିନ୍ନତା ନିରୂପିତ ହୋଇଅଛି।