Daniel 9:27 — Compare Translations
5 translations compared side by side
Odia - 1840
"ତା' ପ ରେ ଆଗାମୀ ଅଧିପତି ଏକ ସପ୍ତାହ ପର୍ୟ୍ଯନ୍ତ ଅନକେ ଲୋକଙ୍କ ସହିତ ଦୃଢ ଚୁକ୍ତି କରିବ ଓ ଅର୍ଦ୍ଧ ସପ୍ତାହ ୟଜ୍ଞ ଓ ନବୈେଦ୍ଯ ନିବୃତ୍ତ କରାଇବ। ଆଉ ଘୃଣ୍ଯବସ୍ତ୍ର ସହ ଜଣେ ବିନାଶକ ଆସିବ ଓ ସେ ଭୟଙ୍କର ବିନାଶ ସାଧନ କରିବ। ମାତ୍ର ପରମେଶ୍ବର ସହେି ବିନାଶକର ସମ୍ପୂର୍ଣ୍ଣ ବିନାଶ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେ ଏକ ସପ୍ତାହ ପର୍ଯ୍ୟନ୍ତ ଅନେକର ସହିତ ଦୃଢ଼ ନିୟମ କରିବ ଓ ସପ୍ତାହର ଅର୍ଦ୍ଧେକ କାଳ ଯଜ୍ଞ ଓ ନୈବେଦ୍ୟ ନିବୃତ୍ତ କରାଇବ; ଆଉ, ଘୃଣାଯୋଗ୍ୟ ବସ୍ତୁସକଳର ପକ୍ଷ ଉପରେ ବିନାଶକ ଜଣେ ଆସିବ; ପୁଣି, ନିରୂପିତ ସିଦ୍ଧି ପର୍ଯ୍ୟନ୍ତ ବିନାଶକର ଉପରେ କ୍ରୋଧ ଢଳାଯିବ ।
Odia Bible ERV 2004 (ପବିତ୍ର ବାଇବଲ)
“ତା’ପରେ ଆଗାମୀ ଅଧିପତି ଏକ ସପ୍ତାହ ପର୍ଯ୍ୟନ୍ତ ଅନେକ ଲୋକଙ୍କ ସହିତ ଦୃଢ଼ ଚୁକ୍ତି କରିବ ଓ ଅର୍ଦ୍ଧ ସପ୍ତାହ ଯଜ୍ଞ ଓ ନୈବେଦ୍ୟ ନିବୃତ୍ତ କରାଇବ। ଆଉ ଘୃଣ୍ୟବସ୍ତ୍ର ସହ ଜଣେ ବିନାଶକ ଆସିବ ଓ ସେ ଭୟଙ୍କର ବିନାଶ ସାଧନ କରିବ। ମାତ୍ର ପରମେଶ୍ୱର ସେହି ବିନାଶକର ସମ୍ପୂର୍ଣ୍ଣ ବିନାଶ କରିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ଏକ ସପ୍ତାହ ପର୍ଯ୍ୟନ୍ତ ଅନେକଙ୍କ ସହିତ ଦୃଢ଼ ନିୟମ କରିବ ଓ ସପ୍ତାହର ଅର୍ଦ୍ଧେକ କାଳ ଯଜ୍ଞ ଓ ନୈବେଦ୍ୟ ନିବୃତ୍ତ କରାଇବ; ଆଉ, ଘୃଣାଯୋଗ୍ୟ ବସ୍ତୁସକଳର ପକ୍ଷ ଉପରେ ବିନାଶକ ଜଣେ ଆସିବ; ପୁଣି, ନିରୂପିତ ସିଦ୍ଧି ପର୍ଯ୍ୟନ୍ତ ବିନାଶ କର ଉପରେ କ୍ରୋଧ ଢଳାଯିବ।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ଏକ ସପ୍ତାହ ପର୍ଯ୍ୟନ୍ତ ଅନେକଙ୍କ ସହିତ ଦୃଢ଼ ନିୟମ କରିବ ଓ ସପ୍ତାହର ଅର୍ଦ୍ଧେକ କାଳ ଯଜ୍ଞ ଓ ନୈବେଦ୍ୟ ନିବୃତ୍ତ କରାଇବ; ଆଉ, ଘୃଣାଯୋଗ୍ୟ ବସ୍ତୁସକଳର ପକ୍ଷ ଉପରେ ବିନାଶକ ଜଣେ ଆସିବ; ପୁଣି, ନିରୂପିତ ସିଦ୍ଧି ପର୍ଯ୍ୟନ୍ତ ବିନାଶକର ଉପରେ କ୍ରୋଧ ଢଳାଯିବ।