Daniel 9:3 — Compare Translations

5 translations compared side by side

Odia - 1840
"ଏଣୁ ମୁଁ ଉପବାସ, ଚଟବସ୍ତ୍ର ପରିଧାନ ଓ ଭସ୍ମ ଲପନେ କରି ପ୍ରାର୍ଥନା ଓ ବୀନତି ଦ୍ବାରା ପ୍ରଭୁ ପରମେଶ୍ବରଙ୍କର ଅନ୍ବଷେଣ କରିବା ପାଇଁ ତାଙ୍କ ପ୍ରତି ଦୃଷ୍ଟି ଦଲେି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ମୁଁ ଉପବାସ, ଚଟ ପରିଧାନ ଓ ଭସ୍ମ ଲେପନ କରି ପ୍ରାର୍ଥନା ଓ ବିନତି ଦ୍ଵାରା ପ୍ରଭୁ ପରମେଶ୍ଵରଙ୍କର ଅନ୍ଵେଷଣ କରିବା ପାଇଁ ତାହାଙ୍କ ପ୍ରତି ଦୃଷ୍ଟି କଲି ।
Odia Bible ERV 2004 (ପବିତ୍ର ବାଇବଲ)
ଏଣୁ ମୁଁ ଉପବାସ, ଚଟବସ୍ତ୍ର ପରିଧାନ ଓ ଭସ୍ମ ଲେପନ କରି ପ୍ରାର୍ଥନା ଓ ବିନତି ଦ୍ୱାରା ପ୍ରଭୁ ପରମେଶ୍ୱରଙ୍କର ଅନ୍ୱେଷଣ କରିବା ପାଇଁ ତାଙ୍କ ପ୍ରତି ଦୃଷ୍ଟି ଦେଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ମୁଁ ଉପବାସ, ଚଟ ପରିଧାନ ଓ ଭସ୍ମ ଲେପନ କରି ପ୍ରାର୍ଥନା ଓ ବିନତି ଦ୍ୱାରା ପ୍ରଭୁ ପରମେଶ୍ୱରଙ୍କର ଅନ୍ଵେଷଣ କରିବା ପାଇଁ ତାହାଙ୍କ ପ୍ରତି ଦୃଷ୍ଟି କଲି।
Odia IRV 2017 (ଓଡିଆ ବାଇବେଲ)
ଏଣୁ ମୁଁ ଉପବାସ, ଚଟ ପରିଧାନ ଓ ଭସ୍ମ ଲେପନ କରି ପ୍ରାର୍ଥନା ଓ ବିନତି ଦ୍ୱାରା ପ୍ରଭୁ ପରମେଶ୍ୱରଙ୍କର ଅନ୍ଵେଷଣ କରିବା ପାଇଁ ତାହାଙ୍କ ପ୍ରତି ଦୃଷ୍ଟି କଲି।