Daniel 9:4 — Compare Translations

5 translations compared side by side

Odia - 1840
"ପୁଣି ମୁଁ ମାରେପରମେଶ୍ବର ସଦାପ୍ରଭୁଙ୍କୁ ପ୍ରାର୍ଥନା କଲି ଓ ମାରେପାପ ସ୍ବୀକାର କରି କହିଲି, ହେ ସଦାପ୍ରଭୁ, ତୁମ୍ଭେ ମହାନ୍ ଓ ଭୟାନକ ପରମେଶ୍ବର। ଯେଉଁମାନେ ତୁମ୍ଭକୁ ପ୍ ରମେ କରନ୍ତିଓ ତୁମ୍ଭର ଚୁକ୍ତି ପାଳନ କରନ୍ତି, ତୁମ୍ଭେ ସମାନଙ୍କେ ପ୍ରତି ଦୟା ଓ ନିଯମ କରିଥାଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ମୁଁ ସଦାପ୍ରଭୁ ମୋର ପରମେଶ୍ଵରଙ୍କ ନିକଟରେ ପ୍ରାର୍ଥନା କଲି ଓ ପାପ ସ୍ଵୀକାର କରି କହିଲି, ହେ ପ୍ରଭୁ, ତୁମ୍ଭେ ମହାନ ଓ ଭୟାନକ ପରମେଶ୍ଵର, ଯେଉଁମାନେ ତୁମ୍ଭଙ୍କୁ ପ୍ରେମ କରନ୍ତି ଓ ତୁମ୍ଭର ଆଜ୍ଞା ପାଳନ କରନ୍ତି, ତୁମ୍ଭେ ସେମାନଙ୍କ ପ୍ରତି ନିୟମ ଓ ଦୟା ରକ୍ଷା କରିଥାଅ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ମୁଁ ମୋର ପରମେଶ୍ୱର ସଦାପ୍ରଭୁଙ୍କୁ ପ୍ରାର୍ଥନା କଲି ଓ ମୋର ପାପ ସ୍ୱୀକାର କରି କହିଲି, “ହେ ସଦାପ୍ରଭୁ, ତୁମ୍ଭେ ମହାନ ଓ ଭୟାନକ ପରମେଶ୍ୱର। ଯେଉଁମାନେ ତୁମ୍ଭକୁ ପ୍ରେମ କରନ୍ତି ଓ ତୁମ୍ଭର ଚୁକ୍ତି ପାଳନ କରନ୍ତି, ତୁମ୍ଭେ ସେମାନଙ୍କ ପ୍ରତି ଦୟା ଓ ନିୟମ କରିଥାଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ମୁଁ ସଦାପ୍ରଭୁ ମୋର ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କଲି ଓ ପାପ ସ୍ୱୀକାର କରି କହିଲି, “ହେ ପ୍ରଭୁ, ତୁମ୍ଭେ ମହାନ ଓ ଭୟାନକ ପରମେଶ୍ୱର, ଯେଉଁମାନେ ତୁମ୍ଭଙ୍କୁ ପ୍ରେମ କରନ୍ତି ଓ ତୁମ୍ଭର ଆଜ୍ଞା ପାଳନ କରନ୍ତି, ତୁମ୍ଭେ ସେମାନଙ୍କ ପ୍ରତି ନିୟମ ଓ ଦୟା ରକ୍ଷା କରିଥାଅ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ମୁଁ ସଦାପ୍ରଭୁ ମୋର ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କଲି ଓ ପାପ ସ୍ୱୀକାର କରି କହିଲି, ହେ ପ୍ରଭୁ, ତୁମ୍ଭେ ମହାନ ଓ ଭୟାନକ ପରମେଶ୍ୱର, ଯେଉଁମାନେ ତୁମ୍ଭଙ୍କୁ ପ୍ରେମ କରନ୍ତି ଓ ତୁମ୍ଭର ଆଜ୍ଞା ପାଳନ କରନ୍ତି, ତୁମ୍ଭେ ସେମାନଙ୍କ ପ୍ରତି ନିୟମ ଓ ଦୟା ରକ୍ଷା କରିଥାଅ।