Daniel 9:5 — Compare Translations

5 translations compared side by side

Odia - 1840
"ମାତ୍ର, ହେ ସଦାପ୍ରଭୁ, ଆମ୍ଭମାନେେ ପାପ ଓ କୁଟିଳାଚରଣ କରିଅଛୁ। ଆଉ ଦୁଷ୍କର୍ମ କରି ବିଦ୍ରୋହୀ ହାଇେଅଛୁ। ଆଉ ତୁମ୍ଭର ବିଧି ଓ ଶାସନ ପଥ ତ୍ଯାଗ କରିଅଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେମାନେ ପାପ ଓ କୁଟିଳାଚରଣ କରିଅଛୁଓ ଦୁଷ୍କର୍ମ କରି ବିଦ୍ରୋହୀ ହୋଇଅଛୁ, ଆଉ ତୁମ୍ଭର ବିଧି ଓ ଶାସନପଥ ତ୍ୟାଗ କରିଅଛୁ ।
Odia Bible ERV 2004 (ପବିତ୍ର ବାଇବଲ)
“ମାତ୍ର, ହେ ସଦାପ୍ରଭୁ, ଆମ୍ଭେମାନେ ପାପ ଓ କୁଟିଳାଚରଣ କରିଅଛୁ। ଆଉ ଦୁଷ୍କର୍ମ କରି ବିଦ୍ରୋହୀ ହୋଇଅଛୁ। ଆଉ ତୁମ୍ଭର ବିଧି ଓ ଶାସନ ପଥ ତ୍ୟାଗ କରିଅଛୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେମାନେ ପାପ ଓ କୁଟିଳାଚରଣ କରିଅଛୁ ଓ ଦୁଷ୍କର୍ମ କରି ବିଦ୍ରୋହୀ ହୋଇଅଛୁ, ଆଉ ତୁମ୍ଭର ବିଧି ଓ ଶାସନର ପଥ ତ୍ୟାଗ କରିଅଛୁ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେମାନେ ପାପ ଓ କୁଟିଳାଚରଣ କରିଅଛୁ ଓ ଦୁଷ୍କର୍ମ କରି ବିଦ୍ରୋହୀ ହୋଇଅଛୁ, ଆଉ ତୁମ୍ଭର ବିଧି ଓ ଶାସନର ପଥ ତ୍ୟାଗ କରିଅଛୁ।