Daniel 9:6 — Compare Translations

5 translations compared side by side

Odia - 1840
"ତୁମ୍ଭର ଭବିଷ୍ଯଦ୍ବକ୍ତାମାନଙ୍କ ପ୍ରତି ଆମ୍ଭେ କର୍ଣ୍ଣପାତ କରିନାହୁଁ। ସମାନେେ ଆମ୍ଭର ରାଜାମାନଙ୍କୁ ଆମ୍ଭର ନେତାମାନଙ୍କୁ, ଆମ୍ଭର ପିତୃପୁରୁଷଗଣଙ୍କୁ ଏବଂ ଇଶ୍ରାୟେଲକୁ ତୁମ୍ଭର ନାମ ରେ କହିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ତୁମ୍ଭର ଯେଉଁ ଦାସ ଭବିଷ୍ୟଦ୍ବକ୍ତାଗଣ ଆମ୍ଭମାନଙ୍କର ରାଜଗଣକୁ, ଆମ୍ଭମାନଙ୍କର ଅଧିପତିଗଣକୁ ଓ ଆମ୍ଭମାନଙ୍କର ପିତୃପୁରୁଷଗଣକୁ ଓ ଦେଶସ୍ଥ ଲୋକ-ସମୂହକୁ ତୁମ୍ଭ ନାମରେ କଥା କହିଲେ, ସେମାନଙ୍କ ପ୍ରତି ଆମ୍ଭେମାନେ କର୍ଣ୍ଣପାତ କରି ନାହୁଁ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭର ଭବିଷ୍ୟ‌ଦ୍‌ବକ୍ତାମାନଙ୍କ ପ୍ରତି ଆମ୍ଭେ କର୍ଣ୍ଣପାତ କରି ନାହୁଁ। ସେମାନେ ଆମ୍ଭର ରାଜାମାନଙ୍କୁ, ଆମ୍ଭର ନେତାମାନଙ୍କୁ, ଆମ୍ଭର ପିତୃପୁରୁଷଗଣଙ୍କୁ ଏବଂ ଇସ୍ରାଏଲକୁ ତୁମ୍ଭର ନାମରେ କହିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତୁମ୍ଭର ଯେଉଁ ଦାସ ଭବିଷ୍ୟଦ୍‍ବକ୍ତାଗଣ ଆମ୍ଭମାନଙ୍କର ରାଜାଗଣକୁ, ଆମ୍ଭମାନଙ୍କର ଅଧିପତିଗଣକୁ ଓ ଆମ୍ଭମାନଙ୍କର ପୂର୍ବପୁରୁଷଗଣକୁ ଓ ଦେଶସ୍ଥ ଲୋକସମୂହକୁ ତୁମ୍ଭ ନାମରେ କଥା କହିଲେ, ସେମାନଙ୍କ ପ୍ରତି ଆମ୍ଭେମାନେ କର୍ଣ୍ଣପାତ କରି ନାହୁଁ।
Odia IRV 2017 (ଓଡିଆ ବାଇବେଲ)