Daniel 9:7 — Compare Translations

5 translations compared side by side

Odia - 1840
" ହେ ସଦାପ୍ରଭୁ, ତୁମ୍ଭେ ପରମ ଧାର୍ମିକ ଓ ଧାର୍ମିକତା ତୁମ୍ଭର ଅଟେ। ମାତ୍ର ଆଜିକାର ନ୍ଯାଯ ରେ ଆମ୍ଭମାନେେ ଲଜ୍ଜାର ପାତ୍ର। ଆଉ ତୁମ୍ଭ ବିରୁଦ୍ଧ ରେ ସତ୍ଯ ଲଙ୍ଘନ ଯୋଗୁଁ ଯିହୁଦାର ଲୋକ ଓ ୟିରୁଶାଲମ ନିବାସୀ, ତୁମ୍ଭ ଦ୍ବାରା ବିତାଡିତ ସମସ୍ତ ଦେଶସ୍ଥ ନିକଟବର୍ତ୍ତୀ ଓ ଦୂରବର୍ତ୍ତୀ ସମସ୍ତ ଇଶ୍ରାୟେଲ ଲୋକ ଲଜ୍ଜାର ପାତ୍ର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ପ୍ରଭୁ ଧାର୍ମିକତା ତୁମ୍ଭର ଅଟେ, ମାତ୍ର ଆଜିକାର ନ୍ୟାୟ ମୁଖର ବିବର୍ଣ୍ଣତା ଆମ୍ଭମାନଙ୍କର; ତୁମ୍ଭ ବିରୁଦ୍ଧରେ କୃତ ସତ୍ୟ ଲଙ୍ଘନ ସକାଶୁ ଯିହୁଦାର ଲୋକ ଓ ଯିରୂଶାଲମ ନିବାସୀଗଣ ଓ ତୁମ୍ଭ ଦ୍ଵାରା ତାଡ଼ିତ ସକଳ ଦେଶସ୍ଥ ନିକଟବର୍ତ୍ତୀ ଓ ଦୂରବର୍ତ୍ତୀ ସମସ୍ତ ଇସ୍ରାଏଲ ଲୋକ (ବିବର୍ଣ୍ଣତାର ପାତ୍ର) ।
Odia Bible ERV 2004 (ପବିତ୍ର ବାଇବଲ)
“ହେ ସଦାପ୍ରଭୁ, ତୁମ୍ଭେ ପରମ ଧାର୍ମିକ ଓ ଧାର୍ମିକତା ତୁମ୍ଭର ଅଟେ। ମାତ୍ର ଆଜିକାର ନ୍ୟାୟରେ ଆମ୍ଭେମାନେ ଲଜ୍ଜାର ପାତ୍ର। ଆଉ ତୁମ୍ଭ ବିରୁଦ୍ଧରେ ସତ୍ୟ ଲଙ୍ଘନ ଯୋଗୁଁ ଯିହୁଦାର ଲୋକ ଓ ଯିରୁଶାଲମ ନିବାସୀ, ତୁମ୍ଭ ଦ୍ୱାରା ବିତାଡ଼ିତ ସମସ୍ତ ଦେଶସ୍ଥ ନିକଟବର୍ତ୍ତୀ ଓ ଦୂରବର୍ତ୍ତୀ ସମସ୍ତ ଇସ୍ରାଏଲ ଲୋକ ଲଜ୍ଜାର ପାତ୍ର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ପ୍ରଭୁ ଧାର୍ମିକତା ତୁମ୍ଭର ଅଟେ, ମାତ୍ର ଆଜିକାର ନ୍ୟାୟ ମୁଖର ବିବର୍ଣ୍ଣତା ଆମ୍ଭମାନଙ୍କର; ତୁମ୍ଭ ବିରୁଦ୍ଧରେ କୃତ ସତ୍ୟ-ଲଙ୍ଘନ ସକାଶୁ ଯିହୁଦାର ଲୋକ ଓ ଯିରୂଶାଲମ ନିବାସୀଗଣ ଓ ତୁମ୍ଭ ଦ୍ୱାରା ତାଡ଼ିତ ସକଳ ଦେଶସ୍ଥ ନିକଟବର୍ତ୍ତୀ ଓ ଦୂରବର୍ତ୍ତୀ ସମସ୍ତ ଇସ୍ରାଏଲ ଲୋକ (ବିବର୍ଣ୍ଣତାର ପାତ୍ର)।
Odia IRV 2017 (ଓଡିଆ ବାଇବେଲ)