Daniel 9:8 — Compare Translations

5 translations compared side by side

Odia - 1840
" ହେ ସଦାପ୍ରଭୁ, ଆମ୍ଭମାନେେ ଲଜ୍ଜିତ ହବୋ ଉଚିତ, ଆଉ ଆମ୍ଭର ସମସ୍ତ ଅଧିପତିଗଣ, ସମସ୍ତ ରାଜଗଣ ଓ ସମସ୍ତ ପୂର୍ବପୁରୁଷଗଣ ଲଜ୍ଜିତ ହବୋ ଉଚିତ। କାରଣ ଆମ୍ଭମାନେେ ତୁମ୍ଭ ବିରୁଦ୍ଧ ରେ ପାପ କରିଅଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ପ୍ରଭୁ, ମୁଖର ବିବର୍ଣ୍ଣତା ଆମ୍ଭମାନଙ୍କର, ଆମ୍ଭମାନଙ୍କ ରାଜଗଣର, ଆମ୍ଭମାନଙ୍କ ଅଧିପତିଗଣର ଓ ଆମ୍ଭମାନଙ୍କ ପିତୃପୁରୁଷଗଣର ଅଟେ, କାରଣ ଆମ୍ଭେମାନେ ତୁମ୍ଭ ବିରୁଦ୍ଧରେ ପାପ କରିଅଛୁ ।
Odia Bible ERV 2004 (ପବିତ୍ର ବାଇବଲ)
“ହେ ସଦାପ୍ରଭୁ, ଆମ୍ଭେମାନେ ଲଜ୍ଜିତ ହେବା ଉଚିତ୍, ଆଉ ଆମ୍ଭର ସମସ୍ତ ଅଧିପତିଗଣ, ସମସ୍ତ ରାଜଗଣ ଓ ସମସ୍ତ ପୂର୍ବପୁରୁଷଗଣ ଲଜ୍ଜିତ ହେବା ଉଚିତ୍। କାରଣ ଆମ୍ଭେମାନେ ତୁମ୍ଭ ବିରୁଦ୍ଧରେ ପାପ କରିଅଛୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୁ, ମୁଖର ବିବର୍ଣ୍ଣତା ଆମ୍ଭମାନଙ୍କର, ଆମ୍ଭମାନଙ୍କ ରାଜାଗଣର, ଆମ୍ଭମାନଙ୍କ ଅଧିପତିଗଣର ଓ ଆମ୍ଭମାନଙ୍କ ପୂର୍ବପୁରୁଷଗଣର ଅଟେ, କାରଣ ଆମ୍ଭେମାନେ ତୁମ୍ଭ ବିରୁଦ୍ଧରେ ପାପ କରିଅଛୁ।
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ମୁଖର ବିବର୍ଣ୍ଣତା ଆମ୍ଭମାନଙ୍କର, ଆମ୍ଭମାନଙ୍କ ରାଜାଗଣର, ଆମ୍ଭମାନଙ୍କ ଅଧିପତିଗଣର ଓ ଆମ୍ଭମାନଙ୍କ ପୂର୍ବପୁରୁଷଗଣର ଅଟେ, କାରଣ ଆମ୍ଭେମାନେ ତୁମ୍ଭ ବିରୁଦ୍ଧରେ ପାପ କରିଅଛୁ।