Deuteronomy 1:10 — Compare Translations
5 translations compared side by side
Odia - 1840
"ବର୍ତ୍ତମାନ ତୁମ୍ଭମାନଙ୍କର ସଂଖ୍ଯା ବେଶୀ ଏବଂ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ତୁମ୍ଭମାନଙ୍କର ସଂଖ୍ଯା ବୃଦ୍ଧି କରିଛନ୍ତି, ତେଣୁ ତୁମ୍ଭମାନେେ ଆକାଶର ତାରାମାନଙ୍କ ତକ୍ସ୍ଟଲ୍ଯ ବହକ୍ସ୍ଟତ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ଵର ତୁମ୍ଭମାନଙ୍କୁ ବୃଦ୍ଧି କରିଅଛନ୍ତି, ଏଣୁ ଦେଖ, ତୁମ୍ଭେମାନେ ଆଜି ଆକାଶର ତାରାଗଣ ତୁଲ୍ୟ ବହୁସଂଖ୍ୟକ ହୋଇଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ବର୍ତ୍ତମାନ ତୁମ୍ଭମାନଙ୍କର ସଂଖ୍ୟା ବେଶୀ ଏବଂ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତୁମ୍ଭମାନଙ୍କର ସଂଖ୍ୟା ବୃଦ୍ଧି କରିଛନ୍ତି, ତେଣୁ ତୁମ୍ଭେମାନେ ଆକାଶର ତାରାମାନଙ୍କ ତୁଲ୍ୟ ବହୁତ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତୁମ୍ଭମାନଙ୍କୁ ବୃଦ୍ଧି କରିଅଛନ୍ତି, ଏଣୁ ଦେଖ, ତୁମ୍ଭେମାନେ ଆଜି ଆକାଶର ତାରାଗଣ ତୁଲ୍ୟ ବହୁସଂଖ୍ୟକ ହୋଇଅଛ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତୁମ୍ଭମାନଙ୍କୁ ବୃଦ୍ଧି କରିଅଛନ୍ତି, ଏଣୁ ଦେଖ, ତୁମ୍ଭେମାନେ ଆଜି ଆକାଶର ତାରାଗଣ ତୁଲ୍ୟ ବହୁସଂଖ୍ୟକ ହୋଇଅଛ।