Deuteronomy 1:11 — Compare Translations

5 translations compared side by side

Odia - 1840
"ତୁମ୍ଭମାନେେ ଏବେ ଯେତେ ଅଛ, ସଦାପ୍ରଭୁ ତୁମ୍ଭମାନଙ୍କର ପୂର୍ବପୁରୁଷ ପରମେଶ୍ବର ତୁମ୍ଭମାନଙ୍କୁ ସହସ୍ରଗକ୍ସ୍ଟଣ କରନ୍ତକ୍ସ୍ଟ। ସେ ଯେପରି ତୁମ୍ଭମାନଙ୍କୁ ପ୍ରତିଜ୍ଞା କରିଛନ୍ତି, ସହେିପରି ଆଶୀର୍ବାଦ କରନ୍ତକ୍ସ୍ଟ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ଏବେ ଯେତେ ଅଛ, ସଦାପ୍ରଭୁ ତୁମ୍ଭମାନଙ୍କ ପୈତୃକ ପରମେଶ୍ଵର ତୁମ୍ଭମାନଙ୍କୁ ତହିଁର ସହସ୍ରଗୁଣ କରନ୍ତୁ ଓ ସେ ଯେରୂପ ତୁମ୍ଭମାନଙ୍କୁ ପ୍ରତିଜ୍ଞା କରିଅଛନ୍ତି, ତଦ୍ରୂପ ତୁମ୍ଭମାନଙ୍କୁ ଆଶୀର୍ବାଦ କରନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ଏବେ ଯେତେ ଅଛ, ସଦାପ୍ରଭୁ ତୁମ୍ଭମାନଙ୍କର ପୂର୍ବପୁରୁଷ ପରମେଶ୍ୱର ତୁମ୍ଭମାନଙ୍କୁ ସହସ୍ରଗୁଣ କରନ୍ତୁ। ସେ ଯେପରି ତୁମ୍ଭମାନଙ୍କୁ ପ୍ରତିଜ୍ଞା କରିଅଛନ୍ତି, ସେହିପରି ଆଶୀର୍ବାଦ କରନ୍ତୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ଏବେ ଯେତେ ଅଛ, ସଦାପ୍ରଭୁ ତୁମ୍ଭମାନଙ୍କ ପୈତୃକ ପରମେଶ୍ୱର ତୁମ୍ଭମାନଙ୍କୁ ତହିଁର ସହସ୍ର ଗୁଣ କରନ୍ତୁ ଓ ସେ ଯେରୂପ ତୁମ୍ଭମାନଙ୍କୁ ପ୍ରତିଜ୍ଞା କରିଅଛନ୍ତି, ତଦ୍ରୂପ ତୁମ୍ଭମାନଙ୍କୁ ଆଶୀର୍ବାଦ କରନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ଏବେ ଯେତେ ଅଛ, ସଦାପ୍ରଭୁ ତୁମ୍ଭମାନଙ୍କ ପୈତୃକ ପରମେଶ୍ୱର ତୁମ୍ଭମାନଙ୍କୁ ତହିଁର ସହସ୍ର ଗୁଣ କରନ୍ତୁ ଓ ସେ ଯେରୂପ ତୁମ୍ଭମାନଙ୍କୁ ପ୍ରତିଜ୍ଞା କରିଅଛନ୍ତି, ତଦ୍ରୂପ ତୁମ୍ଭମାନଙ୍କୁ ଆଶୀର୍ବାଦ କରନ୍ତୁ।