Deuteronomy 1:12 — Compare Translations

5 translations compared side by side

Odia - 1840
"କିନ୍ତୁ ମୁ ଏକାକି ତୁମ୍ଭମାନଙ୍କର ସମସ୍ଯା, ବିବାଦ ଓ ଭାର ବକ୍ସ୍ଟଝି ପାରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ କିରୂପେ ଏକାକୀ ତୁମ୍ଭମାନଙ୍କର ଏତେ ବୋଝ ଓ ଭାର ଓ ବିବାଦ ସହ୍ୟ କରି ପାରିବି?
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ମୁଁ ଏକାକି ତୁମ୍ଭମାନଙ୍କର ସମସ୍ୟା, ବିବାଦ ଓ ଭାର ବୁଝି ପାରିବି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ କିପରି ଏକାକୀ ତୁମ୍ଭମାନଙ୍କର ଏତେ ବୋଝ ଓ ଭାର ଓ ବିବାଦ ସହ୍ୟ କରି ପାରିବି?
Odia IRV 2017 (ଓଡିଆ ବାଇବେଲ)
ମୁଁ କିପରି ଏକାକୀ ତୁମ୍ଭମାନଙ୍କର ଏତେ ବୋଝ ଓ ଭାର ଓ ବିବାଦ ସହ୍ୟ କରି ପାରିବି?