Deuteronomy 1:13 — Compare Translations

5 translations compared side by side

Odia - 1840
"ତେଣୁ ମୁ କହିଲି, 'ତୁମ୍ଭମାନେେ ତୁମ୍ଭମାନଙ୍କ ପ୍ରେତ୍ୟକକ ଗୋଷ୍ଠୀରୁ ବକ୍ସ୍ଟଦ୍ଧିମାନ ଓ ବିଖ୍ଯାତ ଲୋକମାନଙ୍କୁ ଜଣଜଣକକ୍ସ୍ଟ ବାଛ। ମୁ ସମାନଙ୍କେୁ ତୁମ୍ଭମାନଙ୍କ ଉପରେ ନେତା ରୂପେ ନିୟକ୍ସ୍ଟକ୍ତି କରିବି। ଏହିପରି ଲୋକମାନଙ୍କୁ ମନୋନୀତ କର, ଯେଉଁମାନେ ବକ୍ସ୍ଟଦ୍ଧିମାନ, ବିଚାରଶୀଳ, ଜ୍ଞାନି ଓ ଅଭିଜ୍ଞ ହାଇେଥିବେ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ଆପଣା ଆପଣା ବଂଶାନୁସାରେ ଜ୍ଞାନୀ ଓ ବୁଦ୍ଧିମାନ ଓ ବିଖ୍ୟାତ ଲୋକମାନଙ୍କୁ ମନୋନୀତ କର, ମୁଁ ସେମାନଙ୍କୁ ତୁମ୍ଭମାନଙ୍କ ଉପରେ ପ୍ରଧାନ ରୂପେ ନିଯୁକ୍ତ କରିବି ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ମୁଁ କହିଲି, ‘ତୁମ୍ଭେମାନେ ତୁମ୍ଭମାନଙ୍କ ପ୍ରତ୍ୟେକ ଗୋଷ୍ଠୀରୁ ବୁଦ୍ଧିମାନ ଓ ବିଖ୍ୟାତ ଲୋକମାନଙ୍କୁ ଜଣ ଜଣକୁ ବାଛ। ମୁଁ ସେମାନଙ୍କୁ ତୁମ୍ଭମାନଙ୍କ ଉପରେ ନେତା ରୂପେ ନିଯୁକ୍ତି କରିବି। ଏହିପରି ଲୋକମାନଙ୍କୁ ମନୋନୀତ କର, ଯେଉଁମାନେ ବୁଦ୍ଧିମାନ, ବିଗ୍ଭରଶୀଳ, ଜ୍ଞାନି ଓ ଅଭିଜ୍ଞ ହୋଇଥିବେ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ଆପଣା ଆପଣା ବଂଶାନୁସାରେ ଜ୍ଞାନୀ ଓ ବୁଦ୍ଧିମାନ ଓ ବିଖ୍ୟାତ ଲୋକମାନଙ୍କୁ ମନୋନୀତ କର, ମୁଁ ସେମାନଙ୍କୁ ତୁମ୍ଭମାନଙ୍କ ଉପରେ ପ୍ରଧାନ ରୂପେ ନିଯୁକ୍ତ କରିବି।”
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ଆପଣା ଆପଣା ବଂଶାନୁସାରେ ଜ୍ଞାନୀ ଓ ବୁଦ୍ଧିମାନ ଓ ବିଖ୍ୟାତ ଲୋକମାନଙ୍କୁ ମନୋନୀତ କର, ମୁଁ ସେମାନଙ୍କୁ ତୁମ୍ଭମାନଙ୍କ ଉପରେ ପ୍ରଧାନ ରୂପେ ନିଯୁକ୍ତ କରିବି।