Deuteronomy 1:15 — Compare Translations
5 translations compared side by side
Odia - 1840
"ତେଣୁ ମୁ ତୁମ୍ଭମାନଙ୍କ ଗୋଷ୍ଠୀ ସମୂହ ମଧ୍ଯରକ୍ସ୍ଟ ଜ୍ଞାନି ଓ ଅଭିଜ୍ଞ ଲୋକମାନଙ୍କୁ ତୁମ୍ଭମାନଙ୍କ ଉପରେ ନେତାରୂପେ ନିୟକ୍ସ୍ଟକ୍ତି କଲି। ଏହିରୂପେ ତୁମ୍ଭମାନଙ୍କ ଉପରେ ସହସ୍ରପତି, ଶତପତି, ପଞ୍ଚାଶତପତି, ଦଶପତିମାନଙ୍କୁ ନିୟକ୍ସ୍ଟକ୍ତି କଲି, ଏବଂ ପ୍ରେତ୍ୟକକ ଗୋଷ୍ଠୀ ପାଇଁ ଅଧ୍ଯକ୍ଷମାନଙ୍କୁ ମଧ୍ଯ ନିୟକ୍ସ୍ଟକ୍ତି ଦଲେି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ମୁଁ ତୁମ୍ଭମାନଙ୍କ ବଂଶସମୂହ ମଧ୍ୟରୁ ପ୍ରଧାନ, ଜ୍ଞାନୀ ଓ ବିଖ୍ୟାତ ଲୋକମାନଙ୍କୁ ନେଇ ତୁମ୍ଭମାନଙ୍କ ବଂଶାନୁସାରେ ତୁମ୍ଭମାନଙ୍କ ଉପରେ ପ୍ରଧାନ ଓ ସହସ୍ରପତି ଓ ଶତପତି ଓ ପଚାଶତପତି ଓ ଦଶପତି ଓ ଅଧ୍ୟକ୍ଷମାନଙ୍କୁ ନିଯୁକ୍ତ କଲି ।
Odia Bible ERV 2004 (ପବିତ୍ର ବାଇବଲ)
“ତେଣୁ ମୁଁ ତୁମ୍ଭମାନଙ୍କ ଗୋଷ୍ଠୀ ସମୂହ ମଧ୍ୟରୁ ଜ୍ଞାନି ଓ ଅଭିଜ୍ଞ ଲୋକମାନଙ୍କୁ ତୁମ୍ଭମାନଙ୍କ ଉପରେ ନେତାରୂପେ ନିଯୁକ୍ତି କଲି। ଏହିରୂପେ ତୁମ୍ଭମାନଙ୍କ ଉପରେ ସହସ୍ରପତି, ଶତପତି, ପଞ୍ଚାଶତପତି, ଦଶପତିମାନଙ୍କୁ ନିଯୁକ୍ତି କଲି, ଏବଂ ପ୍ରତ୍ୟେକ ଗୋଷ୍ଠୀ ପାଇଁ ଅଧ୍ୟକ୍ଷମାନଙ୍କୁ ମଧ୍ୟ ନିଯୁକ୍ତି ଦେଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ମୁଁ ତୁମ୍ଭମାନଙ୍କ ବଂଶ ଅନୁସାରେ ପ୍ରଧାନ, ଜ୍ଞାନୀ ଓ ବିଖ୍ୟାତ ଲୋକମାନଙ୍କୁ ନେଇ ତୁମ୍ଭମାନଙ୍କ ବଂଶାନୁସାରେ ତୁମ୍ଭମାନଙ୍କ ଉପରେ ପ୍ରଧାନ, ସହସ୍ରପତି, ଶତପତି, ପଚାଶପତି, ଦଶପତି ଓ ଅଧ୍ୟକ୍ଷମାନଙ୍କୁ ନିଯୁକ୍ତ କଲି।
Odia IRV 2017 (ଓଡିଆ ବାଇବେଲ)
ତହୁଁ ମୁଁ ତୁମ୍ଭମାନଙ୍କ ବଂଶ ଅନୁସାରେ ପ୍ରଧାନ, ଜ୍ଞାନୀ ଓ ବିଖ୍ୟାତ ଲୋକମାନଙ୍କୁ ନେଇ ତୁମ୍ଭମାନଙ୍କ ବଂଶାନୁସାରେ ତୁମ୍ଭମାନଙ୍କ ଉପରେ ପ୍ରଧାନ, ସହସ୍ରପତି, ଶତପତି, ପଚାଶତପତି, ଦଶପତି ଓ ଅଧ୍ୟକ୍ଷମାନଙ୍କୁ ନିଯୁକ୍ତ କଲି।