Deuteronomy 1:16 — Compare Translations
5 translations compared side by side
Odia - 1840
" ସହେି ସମୟରେ, ମୁ ତୁମ୍ଭର ବିଚାରପତି ମାନଙ୍କୁ କହିଥିଲି, 'ତୁମ୍ଭେ ତୁମ୍ଭର ଲୋକମାନଙ୍କର ବିବାଦ ଶକ୍ସ୍ଟଣ ଓ ତାହାର ଯଥାର୍ଥ୍ଯ ବିଚାରକର। ଏହା ଇଶ୍ରାୟେଲୀୟ ଓ ଇଶ୍ରାୟେଲୀୟମାନଙ୍କ ମଧିଅରେ ହେଉ ବା ଇଶ୍ରାୟେଲୀୟ ଓ ବିଦେଶୀମାନଙ୍କ ମଧିଅରେ ହେଉ, ତୁମ୍ଭର ବିଚାର ନିରପେକ୍ଷ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ମୁଁ ସେସମୟରେ ତୁମ୍ଭମାନଙ୍କର ବିଚାର-କର୍ତ୍ତୃଗଣକୁ ଆଜ୍ଞା ଦେଇ କହିଲି, ତୁମ୍ଭେମାନେ ଆପଣା ଆପଣା ଭାଇମାନଙ୍କ ମଧ୍ୟରେ ବିବାଦ ଶୁଣ, ପୁଣି ମନୁଷ୍ୟ ଓ ତାହାର ଭାଇ ଓ ତାହାର ସହବାସୀ ବିଦେଶୀ ମଧ୍ୟରେ ଯଥାର୍ଥ ବିଚାର କର ।
Odia Bible ERV 2004 (ପବିତ୍ର ବାଇବଲ)
“ସେହି ସମୟରେ, ମୁଁ ତୁମ୍ଭର ବିଗ୍ଭରପତିମାନଙ୍କୁ କହିଥିଲି, ‘ତୁମ୍ଭେ ତୁମ୍ଭର ଲୋକମାନଙ୍କର ବିବାଦ ଶୁଣ ଓ ତାହାର ଯଥାର୍ଥ ବିଗ୍ଭରକର। ଏହା ଇସ୍ରାଏଲୀୟ ଓ ଇସ୍ରାଏଲୀୟମାନଙ୍କ ମଧ୍ୟରେ ହେଉ ବା ଇସ୍ରାଏଲୀୟ ଓ ବିଦେଶୀମାନଙ୍କ ମଧ୍ୟରେ ହେଉ, ତୁମ୍ଭର ବିଗ୍ଭର ନିରପେକ୍ଷ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ମୁଁ ସେସମୟରେ ତୁମ୍ଭମାନଙ୍କର ବିଚାରକର୍ତ୍ତୃଗଣକୁ ଆଜ୍ଞା ଦେଇ କହିଲି, “ତୁମ୍ଭେମାନେ ଆପଣା ଆପଣା ଭାଇମାନଙ୍କ ମଧ୍ୟରେ ବିବାଦ ଶୁଣ, ପୁଣି ମନୁଷ୍ୟ ଓ ତାହାର ଭାଇ ଓ ତାହାର ସହବାସୀ ବିଦେଶୀ ମଧ୍ୟରେ ଯଥାର୍ଥ ବିଚାର କର।
Odia IRV 2017 (ଓଡିଆ ବାଇବେଲ)
ପୁଣି ମୁଁ ସେ ସମୟରେ ତୁମ୍ଭମାନଙ୍କର ବିଚାରକର୍ତ୍ତୃଗଣକୁ ଆଜ୍ଞା ଦେଇ କହିଲି, “ତୁମ୍ଭେମାନେ ଆପଣା ଆପଣା ଭାଇମାନଙ୍କ ମଧ୍ୟରେ ବିବାଦ ଶୁଣ, ପୁଣି ମନୁଷ୍ୟ ଓ ତାହାର ଭାଇ ଓ ତାହାର ସହବାସୀ ବିଦେଶୀ ମଧ୍ୟରେ ଯଥାର୍ଥ ବିଚାର କର।