Deuteronomy 1:17 — Compare Translations

5 translations compared side by side

Odia - 1840
"ତୁମ୍ଭେ ଯେତବେେଳେ ବିଚାର କରୁଛ ସେତବେେଳେ କୌଣସି ଲୋକକୁ ପ୍ରାଧାନ୍ଯ ଦିଅ ନାହିଁ, ସମସ୍ତଙ୍କକ୍ସ୍ଟ ସମାନ ନ୍ଯାଯ ଦିଅ। ତୁମ୍ଭେ କାହାରିକକ୍ସ୍ଟ ଭୟକର ନାହିଁ, କାରଣ ତୁମ୍ଭର ବିଚାର ପରମେଶ୍ବରଙ୍କଠାରକ୍ସ୍ଟ ଆସିଥାଏ। କିନ୍ତୁ କୌଣସି ବିଚାର ଯଦି ତୁମ୍ଭକୁ କଷ୍ଟ ହକ୍ସ୍ଟଏ ବା ଜଟିଳ ହକ୍ସ୍ଟଏ, ତବେେ ସେ ସମସ୍ଯା ମାେ ପାଖକକ୍ସ୍ଟ ଆଣିବ, ମୁ ତା'ର ସମାଧାନ କରି ଦବେି।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ବିଚାରରେ କାହାରି ମୁଖାପେକ୍ଷା କରିବ ନାହିଁ; ତୁମ୍ଭେମାନେ ସାନ ଓ ବଡ଼ ଲୋକର କଥା ସମଭାବରେ ଶୁଣିବ; ତୁମ୍ଭେମାନେ ମନୁଷ୍ୟର ମୁଖକୁ ଭୟ କରିବ ନାହିଁ; କାରଣ ବିଚାର ପରମେଶ୍ଵରଙ୍କର ଅଟେ; ପୁଣି ଯେଉଁ କଥା ତୁମ୍ଭମାନଙ୍କ ପ୍ରତି ଦୁଷ୍କର ହୁଏ, ତାହା ତୁମ୍ଭେମାନେ ମୋʼ କତିକି ଆଣିବ, ମୁଁ ତାହା ଶୁଣିବି ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଯେତେବେଳେ ବିଗ୍ଭର କରୁଛ ସେତେବେଳେ କୌଣସି ଲୋକକୁ ପ୍ରାଧାନ୍ୟ ଦିଅ ନାହିଁ, ସମସ୍ତଙ୍କୁ ସମାନ ନ୍ୟାୟ ଦିଅ। ତୁମ୍ଭେ କାହାରିକୁ ଭୟ କର ନାହିଁ, କାରଣ ତୁମ୍ଭର ବିଗ୍ଭର ପରମେଶ୍ୱରଙ୍କଠାରୁ ଆସିଥାଏ। କିନ୍ତୁ କୌଣସି ବିଗ୍ଭର ଯଦି ତୁମ୍ଭକୁ କଷ୍ଟ ହୁଏ ବା ଜଟିଳ ହୁଏ, ତେବେ ସେ ସମସ୍ୟା ମୋ’ ପାଖକୁ ଆଣିବ, ମୁଁ ତା’ର ସମାଧାନ କରି ଦେବି।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ବିଚାରରେ କାହାରି ମୁଖାପେକ୍ଷା କରିବ ନାହିଁ; ତୁମ୍ଭେମାନେ ସାନ ଓ ବଡ଼ ଲୋକର କଥା ସମଭାବରେ ଶୁଣିବ; ତୁମ୍ଭେମାନେ ମନୁଷ୍ୟର ମୁଖକୁ ଭୟ କରିବ ନାହିଁ; କାରଣ ବିଚାର ପରମେଶ୍ୱରଙ୍କର ଅଟେ; ପୁଣି ଯେଉଁ କଥା ତୁମ୍ଭମାନଙ୍କ ପ୍ରତି କଠିନ ହୁଏ, ତାହା ତୁମ୍ଭେମାନେ ମୋʼ ନିକଟକୁ ଆଣିବ, ମୁଁ ତାହା ଶୁଣିବି।”
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ବିଚାରରେ କାହାରି ମୁଖାପେକ୍ଷା କରିବ ନାହିଁ; ତୁମ୍ଭେମାନେ ସାନ ଓ ବଡ଼ ଲୋକର କଥା ସମଭାବରେ ଶୁଣିବ; ତୁମ୍ଭେମାନେ ମନୁଷ୍ୟର ମୁଖକୁ ଭୟ କରିବ ନାହିଁ; କାରଣ ବିଚାର ପରମେଶ୍ୱରଙ୍କର ଅଟେ; ପୁଣି ଯେଉଁ କଥା ତୁମ୍ଭମାନଙ୍କ ପ୍ରତି କଠିନ ହୁଏ, ତାହା ତୁମ୍ଭେମାନେ ମୋ’ ନିକଟକୁ ଆଣିବ, ମୁଁ ତାହା ଶୁଣିବି।”