Deuteronomy 1:18 — Compare Translations
5 translations compared side by side
Odia - 1840
"ସହେି ସମୟରେ, ମୁ ମଧ୍ଯ ତୁମ୍ଭମାନଙ୍କୁ କହିଥିଲି, ତୁମ୍ଭର କର୍ତ୍ତବ୍ଯ ଓ କର୍ମ ବିଷଯ ରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ମୁଁ ସେସମୟରେ ତୁମ୍ଭମାନଙ୍କର ସମସ୍ତ କର୍ତ୍ତବ୍ୟକର୍ମ ବିଷୟ ଆଜ୍ଞା ଦେଇଥିଲି ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ସମୟରେ, ମୁଁ ମଧ୍ୟ ତୁମ୍ଭମାନଙ୍କୁ କହିଥିଲି, ତୁମ୍ଭର କର୍ତ୍ତବ୍ୟ ଓ କର୍ମ ବିଷୟରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ମୁଁ ସେସମୟରେ ତୁମ୍ଭମାନଙ୍କର ସମସ୍ତ କର୍ତ୍ତବ୍ୟ କର୍ମ ବିଷୟ ଆଜ୍ଞା ଦେଇଥିଲି।
Odia IRV 2017 (ଓଡିଆ ବାଇବେଲ)
ପୁଣି ମୁଁ ସେସମୟରେ ତୁମ୍ଭମାନଙ୍କର ସମସ୍ତ କର୍ତ୍ତବ୍ୟ କର୍ମ ବିଷୟ ଆଜ୍ଞା ଦେଇଥିଲି।