Deuteronomy 1:19 — Compare Translations

5 translations compared side by side

Odia - 1840
"ଏହାପରେ ଆମ୍ଭେ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ବରଙ୍କର ଆଜ୍ଞା ଅନକ୍ସ୍ଟସା ରେ ହାରେବେ ପରିତ୍ଯାଗ କଲକ୍ସ୍ଟ। ଏବଂ ଇ ମାରେୀଯମାନଙ୍କର ପର୍ବତମଯ ଦେଶକକ୍ସ୍ଟ ୟାତ୍ରା କଲକ୍ସ୍ଟ। ଆମ୍ଭମାନେେ ଯେଉଁ ବିସ୍ତିର୍ଣ, ଯେଉଁ ଭୟଙ୍କର ପ୍ରାନ୍ତର ୟିବା ବାଟରେ ଦେଖିଲକ୍ସ୍ଟ, ତା ମଧ୍ଯଦଇେ ୟାଇ କାଦେଶ ବର୍ଣଯେ ରେ ପହଁଞ୍ଚିଲକ୍ସ୍ଟ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵରଙ୍କ ଆଜ୍ଞାନୁସାରେ ଆମ୍ଭେମାନେ ହୋରେବଠାରୁ ଯାତ୍ରା କଲୁ, ପୁଣି ଇମୋରୀୟମାନଙ୍କ ପର୍ବତମୟ ଦେଶକୁ ଯିବା ପଥରେ ତୁମ୍ଭେମାନେ ଯେଉଁ ବିସ୍ତୀର୍ଣ୍ଣ ଓ ଭୟଙ୍କର ପ୍ରାନ୍ତର ଦେଖିଲ, ତହିଁର ମଧ୍ୟ ଦେଇ ଯାଇ କାଦେଶ-ବର୍ଣ୍ଣେୟରେ ପହଞ୍ଚିଲୁ ।
Odia Bible ERV 2004 (ପବିତ୍ର ବାଇବଲ)
ଗୁପ୍ତଗ୍ଭେରମାନେ କିଣାନ ଦେଶକୁ ଗଲେ “ଏହା ପରେ ଆମ୍ଭେ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱରଙ୍କର ଆଜ୍ଞା ଅନୁସାରେ ହୋରେବ ପରିତ୍ୟାଗ କଲୁ। ଏବଂ ଇମୋରୀୟମାନଙ୍କର ପର୍ବତମୟ ଦେଶକୁ ଯାତ୍ରା କଲୁ। ଆମ୍ଭେମାନେ ଯେଉଁ ବିସ୍ତୀର୍ଣ୍ଣ, ଯେଉଁ ଭୟଙ୍କର ପ୍ରାନ୍ତର ଯିବା ବାଟରେ ଦେଖିଲୁ, ତା’ ମଧ୍ୟଦେଇ ଯାଇ କାଦେଶ ବର୍ଣ୍ଣେୟରେ ପହଞ୍ଚିଲୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଆଜ୍ଞାନୁସାରେ ଆମ୍ଭେମାନେ ହୋରେବଠାରୁ ଯାତ୍ରା କଲୁ, ପୁଣି ଇମୋରୀୟମାନଙ୍କ ପର୍ବତମୟ ଦେଶକୁ ଯିବା ପଥରେ ତୁମ୍ଭେମାନେ ଯେଉଁ ବିସ୍ତୀର୍ଣ୍ଣ ଓ ଭୟଙ୍କର ପ୍ରାନ୍ତର ଦେଖିଲ, ତହିଁର ମଧ୍ୟଦେଇ ଯାଇ କାଦେଶ-ବର୍ଣ୍ଣେୟରେ ପହଞ୍ଚିଲୁ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଆଜ୍ଞାନୁସାରେ ଆମ୍ଭେମାନେ ହୋରେବଠାରୁ ଯାତ୍ରା କଲୁ, ପୁଣି ଇମୋରୀୟମାନଙ୍କ ପର୍ବତମୟ ଦେଶକୁ ଯିବା ପଥରେ ତୁମ୍ଭେମାନେ ଯେଉଁ ବିସ୍ତୀର୍ଣ୍ଣ ଓ ଭୟଙ୍କର ପ୍ରାନ୍ତର ଦେଖିଲ, ତହିଁର ମଧ୍ୟ ଦେଇ ଯାଇ କାଦେଶ-ବର୍ଣ୍ଣେୟରେ ପହଞ୍ଚିଲୁ।