Deuteronomy 1:2 — Compare Translations

5 translations compared side by side

Odia - 1840
"ସଯେୀର ପର୍ବତ ଦଇେ ହାରେବଠାେରକ୍ସ୍ଟ କାଦେଶ-ବର୍ଣଯେ ପର୍ୟ୍ଯନ୍ତ ୟାତ୍ରା ସାଧାରଣତଃ ଏଗାର ଦିନ ଲାଗେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେୟୀର ପର୍ବତ ଦେଇ ହୋରେବଠାରୁ କାଦେଶ-ବର୍ଣ୍ଣେୟ ପର୍ଯ୍ୟନ୍ତ ଏଗାର ଦିନର ଯାତ୍ରା ଅଟେ ।
Odia Bible ERV 2004 (ପବିତ୍ର ବାଇବଲ)
ସେୟୀର ପର୍ବତ ଦେଇ ହୋରେବଠାରୁ କାଦେଶ-ବର୍ଣ୍ଣେୟ ପର୍ଯ୍ୟନ୍ତ ଯାତ୍ରା ସାଧାରଣତଃ ଏଗାର ଦିନ ଲାଗେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେୟୀର ପର୍ବତ ଦେଇ ହୋରେବଠାରୁ କାଦେଶ-ବର୍ଣ୍ଣେୟ ପର୍ଯ୍ୟନ୍ତ ଏଗାର ଦିନର ଯାତ୍ରା ଅଟେ।
Odia IRV 2017 (ଓଡିଆ ବାଇବେଲ)
“ସେୟୀର ପର୍ବତ ଦେଇ ହୋରେବଠାରୁ କାଦେଶ-ବର୍ଣ୍ଣେୟ ପର୍ଯ୍ୟନ୍ତ ଏଗାର ଦିନର ଯାତ୍ରା ଅଟେ।”